Posted inଜାତୀୟ

ପିଏଫ୍‌ଆଇର କେରଳ ସମ୍ପାଦକ ଗିରଫ

ନୂଆଦିଲ୍ଲୀ,୨୯।୧୦: ବେଆଇନ ଘୋଷିତ ସଂଗଠନ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର କେରଳ ସାଧାରଣ ସମ୍ପାଦକ ସି.ଏ. ରୌଫ୍‌ଙ୍କୁ ପଲକ୍କଡର ପଟ୍ଟାମ୍ବିରୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ଗିରଫ କରିଛି। ବେଆଇନ କାର୍ଯ୍ୟକଳାପରେ ସମ୍ପୃକ୍ତି ମାମଲାରେ ରୌଫ୍‌ ୧୩ତମ ଅଭିଯୁକ୍ତ। ମାମଲାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ରୌଫ କିଛି ମାସ ହେଲା ଫେରାର ଥିଲେ। ସେ କେରଳରେ ଉକ୍ତ ସଂଗଠନର ଗଣମାଧ୍ୟମ ଏବଂ ପିଆର୍‌ ବିଭାଗ ସମ୍ଭାଳୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର-ଜମି କିଣିବା ପୂର୍ବରୁ କରାଇ ନିଅନ୍ତୁ ଆଧାର ସହ ପାନ ଲିଙ୍କ: ନ ହେଲେ କଟିବ ଅଧିକ ଟିଡିଏସ…

ନୂଆଦିଲ୍ଲୀ,୭।୧୨ : ଭାରତୀୟ ନାଗରିକଙ୍କ ପାଇଁ ଆଧାର ଏବଂ ପାନ କାର୍ଡ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଗତ କିଛି ବର୍ଷ ଧରି ଏହି ଦୁଇକୁ ଲିଙ୍କ...

ତେଲଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କ ଆକାଉଣ୍ଟରେ ନାହିଁ ଗୋଟିଏ ବି ଟଙ୍କା!

ହାଇଦ୍ରାବାଦ,୭।୧୨: ରେଭନ୍ଥ ରେଡ୍ଡୀ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ...

ଗିରିରାଜ ସିଂଙ୍କ ବିବାଦୀୟ ବୟାନ, ଫିଲ୍ମ ଫେଷ୍ଟିଭାଲରେ ମମତା ଠୁମକା ଲଗାଇବା ଉଚିତ ନୁହେଁ

ନୂଆଦିଲ୍ଲୀ,୭।୧୨: ଭାରତୀୟ ଜନତା ପାର୍ଟି ଏମପି ଗିରିରାଜ ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। କୋଲକାତା ଅନ୍ତରାଷ୍ଟ୍ରୀୟ ଫିଲ୍ମ ମହୋତ୍ସବରେ...

ଚା’ ସିଙ୍ଗଡାରେ ଶେଷ ହେଉଛି ଇଣ୍ଡିଆ ମେଣ୍ଟ ବୈଠକ: ଜେଡିୟୁ ନେତାଙ୍କ ମନ୍ତବ୍ୟ…

ପାଟନା,୭।୧୨ : ବିହାରର ଶାସକ ଦଳ ଜନତା ଦଳ (ୟୁନାଇଟେଡ) (ଜେଡିୟୁ) ଏମପି ସୁନୀଲ କୁମାର ପିଣ୍ଟୁ ବର୍ତ୍ତମାନ ଏକ ବିବାଦ ସୃଷ୍ଟି କରି କହିଛନ୍ତି...

ରାହୁଲଙ୍କ ଅଫିସକୁ ଏଏମ୍‌-ପିଏମ୍‌ ଭିତରେ ତଫାତ ଜଣାନାହିଁ, ଦିନେ ପିଏମ୍‌ଓ କିଭଳି ଚଳାଇବେ; କଂଗ୍ରେସ ନେତାଙ୍କ ଉପରେ ରାଗିଯାଇ…

ନୂଆଦିଲ୍ଲୀ,୭।୧୨: ଥମିବାର ନାଁ ନେଉନାହିଁ କଂଗ୍ରେସର ଅଡ଼ୁଆ। ପ୍ରଥମେ ଅଧୀର ରଞ୍ଜନ ଚୌଧୁରୀ ସଂସଦରେ ଦଳକୁ କଟାକ୍ଷ କରିବା ପରେ ଏବେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ...

ରେଭନ୍ଥ ମୁଖ୍ୟମନ୍ତ୍ରୀ-ମଲ୍ଲୁ ଭଟ୍ଟି ଉପମୁଖ୍ୟମନ୍ତ୍ରୀ…

ହାଇଦ୍ରାବାଦ,୭।୧୨ : ରେଭନ୍ଥ ରେଡ୍ଡୀ ଗୁରୁବାର ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବହୁ ଜନସମାଗମରେ...

ସାହାରା ରିଫଣ୍ଡ ଲାଗି ଆସିଛି କି ଏଭଳି ମେସେଜ? ନୂଆ ପୋର୍ଟାଲରେ ଏଭଳି କରନ୍ତୁ ପୁନଃ ଆବେଦନ…

ନୂଆଦିଲ୍ଲୀ,୭।୧୨:ସାହାରା ଇଣ୍ଡିଆରେ ରଖିଥିବା ଟଙ୍କା ଫେରିପାଇବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଗଷ୍ଟ ୪ରେ ‘ସାହାରା ଇଣ୍ଡିଆ ରିଫଣ୍ଡ ପୋର୍ଟାଲ’ ଲଞ୍ଚ କରାଯାଇଥିଲା। ଯଦି କାହା ଟଙ୍କା...

ଦୟାକରି ମୋତେ ମୋଦି ଜୀ ଡାକନ୍ତୁ ନାହିଁ: କାହିଁକି ଭାଜପା ଏମ୍‌ପିମାନଙ୍କୁ ଏପରି ନିବେଦନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦୀୟ ଦଳ ବୈଠକରେ ଯୋଗ ଦେଇଛି। ମୋଦି ପହଞ୍ଚିବା ପରେ ଭାଜପା ଏମ୍‌ପିମାନେ ‘ମୋଦି ଜୀ ସ୍ବାଗତ ହୈ’ ସ୍ଲୋଗାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri