Posted inଜାତୀୟ

ଖଲିସ୍ତାନ ଆତଙ୍କବାଦୀ ଗୁରପତଓ୍ବନ୍ତ ପନ୍ନୁଙ୍କ ବିରୋଧରେ ଏନଆଇଏର ବଡ କାର୍ଯ୍ୟାନୁଷ୍ଠାନ, ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୨୩।୯: ଖାଲିସ୍ତାନୀ ଆତଙ୍କବାଦୀ ଗୁରୁପତଓ୍ବନ୍ତ ପନ୍ନୁଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଚଣ୍ଡିଗଡ଼ରେ ପନ୍ନୁଙ୍କ ସମ୍ପତ୍ତି ଜବତ କରିଛି ଏନଆଇଏ। ପନ୍ନୁ ଅମୃତସରର ବାସିନ୍ଦା ଏବଂ ଏନଆଇଏ ମଧ୍ୟ ପନ୍ନୁଙ୍କ ଉପରେ ପୁରସ୍କାର ଘୋଷଣା କରିଛି।

କାନାଡାରେ ରହୁଥିବାବେଳେ ପନ୍ନୁ ଭାରତ ବିରୋଧୀ କାର୍ଯ୍ୟକଳାପରେ ଜଡିତ ରହିଛନ୍ତି। ଏବିପି ନ୍ୟୁଜ ସହିତ ପନ୍ନୁଙ୍କ ଡୋସିଅର୍‌ ଉପଲବ୍ଧ। ଭାରତରେ ପନ୍ନୁଙ୍କ ବିରୋଧରେ ଜାତୀୟ ବିରୋଧୀ ଷଡଯନ୍ତ୍ର ସମେତ ମୋଟ ୭ଟି ମାମଲା ପଞ୍ଜିକୃତ ହୋଇଛି, ଯାହାର ସବିଶେଷ ତଥ୍ୟ ଦିଆଯାଇଛି। ପନ୍ନୁଙ୍କ ଅପରାଧ ବିଷୟରେ କାନାଡାକୁ ମଧ୍ୟ ଅନେକଥର ସୂଚନା ଦିଆଯାଇଛି କିନ୍ତୁ ଆତଙ୍କବାଦୀଙ୍କ ବିରୋଧରେ କାନାଡା କୌଣସି ପଦକ୍ଷେପ ନେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା,…

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri