Posted inଜାତୀୟ

୨୦୧୯ ପିଏମକେ ହତ୍ୟା ଘଟଣାର ତଦନ୍ତ କଲା ଏନଆଇଏ, ତାମିଲନାଡୁର ବିଭିନ୍ନ ସ୍ଥାନରେ ସର୍ଚ୍ଚ ଅପରେଶନ ଜାରି

ଚେନ୍ନାଇ,୨୩।୭: ଥାନାଜୁରୁ ଜିଲାର ତିରୁବୁଭାନାମରେ ପୂର୍ବତନ ପଟ୍ଟାଲୀ ମକ୍କାଲ କାଚି (ପିଏମକେ) ର ରାମଲିଙ୍ଗମଙ୍କ ୨୦୧୯ ହତ୍ୟା ଘଟଣାରେ ଏନଆଇଏ ପୁଣିଥରେ ତଦନ୍ତ ଆରମ୍ଭ କରିଛି।
ଜାତୀୟ ଯାଞ୍ଚ ଏଜେନ୍ସି (ଏନଆଇଏ)ର ଅଧିକାରୀମାନେ ରବିବାର ତାମିଲନାଡୁର ବିଭିନ୍ନ ସ୍ଥାନରେ ଯାଞ୍ଚ କରିଥିଲେ। ପୋଲିସ ସୂତ୍ରରୁ ପ୍ରକାଶ ଯେ, ଏନଆଇଏ ମଦୁରାଇ, ତଞ୍ଜାଭୁର, ତିରୁନେଲଭେଲି ଏବଂ ମାୟିଲାଡୁଥୁରାଇ ଜିଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ଚ୍ଚ ଅପରେଶନ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri