Posted inଜାତୀୟ

ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୧୯ ।୫: କଶ୍ମୀରର ବିଚ୍ଛିନ୍ନତାବାଦୀ ନେତା ୟାସନ ମଲିକ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଟେରର ପଣ୍ଡିଂ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏନଆଇଏ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛି । ତେବେ ତାଙ୍କ ଦଣ୍ଡ ସମ୍ପର୍କିତ ଶୁଣାଣି ମେ’ ୨୫ ତାରିଖରେ ହେବ । ସୂଚନାଯୋଗ୍ୟ, କିଛିଦିନ ତଳେ ୟାସିନ ମଲିକ ନିଜେ ସ୍ୱୀକାର କରିଥିଲେ କି ସେ ଆତଙ୍କବାଦୀ ଗତିବିଧି ସହ ସାମିଲ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ପାକିସ୍ତାନ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ,୧୨ ।୧୦: ରାଜଧାନୀ ଦିଲ୍ଲୀର ଲକ୍ଷ୍ମୀନଗର ଅଞ୍ଚଳରୁ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ମଙ୍ଗଳବାର ଗିରଫ କରିଛି । ଭାରତୀୟ ନାଗରିକର...

ବୈଜ୍ଞାନିକ ଆଭିମୁଖ୍ୟ ନେଇ ଆଗକୁ ବଢୁଛି ଭାରତ: ମୋଦି

ନୂଆଦିଲ୍ଲୀ,୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭାରତୀୟ ବିଜ୍ଞାନ କଂଗ୍ରେସକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆସନ୍ତା ୨୫ ବର୍ଷ ମଧ୍ୟରେ ଭାରତ ଯେଉଁ ଉଚ୍ଚତାରେ...

୧୪୦୦ ଟଙ୍କା ପରେ ଘରେ କିଛି ନ ମିଳିବାରୁ ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କୁ ଗଣବଳାତ୍କାର

ଜୟପୁର,୧୩।୧୧: ରାଜସ୍ତାନର ସିରୋହୀ ଜିଲାରେ ଜଣେ ୪୫ ବର୍ଷୀୟା ମହିଳାଙ୍କୁ ତାଙ୍କୁ ସ୍ବାମୀଙ୍କ ସମ୍ମୁଖରେ ୪ ଜଣ ଗଣବଳାତ୍କାର କରିଥିବା ପୋଲିସ କହିଛି। ଅଭିଯୁକ୍ତମାନେ ବୁଧବାର...

ଲକ୍‌ଡାଉନ ୩.୦: ଉତ୍ତରପ୍ରଦେଶରେ ମଦ ଦୋକାନ ଖୋଲିବା ନେଇ ଯୋଗୀ ନେବେ ଅନ୍ତିମ ନିଷ୍ପତ୍ତି

ଲକ୍ଷ୍ନୌ,୨।୫: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୪ରୁ ୧୭ଯାଏଁ ଆହୁରି ୨ସପ୍ତାହ ପର୍ଯ୍ୟନ୍ତ ଲକ୍‌ଡାଉନ ବୃଦ୍ଧି...

ବିବାହ ପୂର୍ବରୁ ହେବ ଏଚ୍‌ଆଇଭି ପରୀକ୍ଷା: ଗୋଆ ସରକାର

ପଣଜି,୯।୭: ବିବାହକୁ ନେଇ ନୂଆ ନିୟମ ତିଆରି କରିବାକୁ ଯାଉଛନ୍ତି ଗୋଆ ସରକାର। ଏହି ନିୟମ ଅନୁଯାୟୀ ଗୋଆରେ ଯେକୌଣସି ବ୍ୟକ୍ତି ବିବାହ କରିବା ପୂର୍ବରୁ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୩ ବିଦେଶୀ ମହିଳା ହେଲେ ଗର୍ଭବତୀ: ପ୍ରଶାସନର ଅକଲ ଗୁଡୁମ୍‌

ରାଞ୍ଚି,୨୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୩ ଜଣ ମହିଳା ଗର୍ଭବତୀ ହେବା ଖବର ନେଇ ସୋସିଆଲ ମିଡ଼ିଆଠାରୁ ଆରମ୍ଭ...

ହାଇକମାଣ୍ଡଙ୍କ ଇଛା-ମୁଖ୍ୟମନ୍ତ୍ରୀ ପଦବୀ ମୋହରେ ଫଶି ରହିଛନ୍ତି ଗେହଲୋଟ…

ନୂଆଦିଲ୍ଲୀ, ୨୨।୯ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଅଧିକ ଚର୍ଚ୍ଚା ହେଉଥିବା ରାଜ୍ୟ ହେଉଛି ରାଜସ୍ଥାନ। ଏହାର କାରଣ ହେଉଛି ଅଶୋକ ଗେହଲୋଟ ଜାତୀୟ...

ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ଏବେ ସରକାରଙ୍କୁ ଘାରିଛି।...

Advertisement
Archives

Model This Week