Posted inଜାତୀୟ

୨ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଲେ ଏନ୍‌ଆଇଏ କୋର୍ଟ

ନୂଆଦିଲ୍ଲୀ,୧୬ା୯: ଉତ୍ତର ପ୍ରଦେଶର ଜଣେ ଅବସରପ୍ରାପ୍ତ ସ୍କୁଲ ପ୍ରିନ୍ସିପାଲଙ୍କୁ ହତ୍ୟା କରିବା ଅଭିଯୋଗରେ ଶୁକ୍ରବାର ଲକ୍ଷ୍ନୌସ୍ଥିତ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏକ ସ୍ବତନ୍ତ୍ର ଅଦାଲତ ୨ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। କାନପୁର ବାସିନ୍ଦା ତଥା ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ସଦସ୍ୟ ଅତିଫ୍‌ ମୁଜାଫର ଓ ଫୈଜାଲ ଖାନ୍‌ ୨୦୧୬ ଅକ୍ଟୋବର ୨୪ରେ ପ୍ୟୋଣ୍ଡି ଗ୍ରାମ ନିକଟରେ ପ୍ରିନ୍ସିପାଲ ରମେଶ ବାବୁ ଶୁକ୍ଳାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri