Posted inଜାତୀୟ

ମହାବୋଧି ମନ୍ଦିର ବିସ୍ଫୋରଣ: ୮ ଦୋଷୀଙ୍କୁ ଦଣ୍ଡବିଧାନ, ୩ଙ୍କୁ ଆଜୀବନ, ୫ଙ୍କୁ ୧୦ ବର୍ଷ ଜେଲ

ପାଟନା,୧୭ ।୧୨: ବିହାରର ବୋଧ ଗୟା ସ୍ଥିତ ମହାବୋଧି ମନ୍ଦିରରେ ୨୦୧୮ରେ ହୋଇଥିବା ବିସ୍ଫୋରଣ ମାମଲାରେ ପାଟନାର ବିଶେଷ ଏନ୍‌ଆଇଏ ଅଦାଲତ ଶୁକ୍ରବାର ଦୋଷୀଙ୍କୁ ସଜା ଶୁଣାଇଛନ୍ତି । ବିଶେଷ ଅଦାଲତ ୩ ଜଣଙ୍କୁ ଆଜୀବନ କାରାଦଣ୍ଡ ସହ ଅନ୍ୟ ୫ ଜଣଙ୍କୁ ୧୦ ବର୍ଷ ଲେଖାଏଁ ସଜା ଶୁଣାଇଛନ୍ତି । ଉକ୍ତ ୮ ଦୋଷୀ ଆତଙ୍କବାଦୀ ସଙ୍ଗଠନ ଜମାତ-ଉଲ ମୁଜାହିଦ୍ଦିନ ବାଂଲାଦେଶର ସଦସ୍ୟ । ସୂଚନାଯୋଗ୍ୟ, ଦଲାଇ ଲାମା ଓ ରାଜ୍ୟପାଳଙ୍କ ଗସ୍ତକୁ ଦେଖି ଆତଙ୍କବାଦୀଙ୍କ ଦ୍ୱାରା ଆଇଇଡି ବିସ୍ଫୋରଣ ଯୋଜନା କରାଯାଇଥିଲା । ପ୍ରଥମ ଆଇଇଡି କାଳଚକ୍ର ମୈଦାନର ୫ ନମ୍ବର ଗେଟରେ ମିଳିଥିଲା । ଏହାକୁ ନିଷ୍କ୍ରିୟ କରିବା ସମୟରେ ଏହା ବିସ୍ଫୋରଣ ହୋଇଥିଲା । ଏହା ବ୍ୟତୀତ ଏକ ଜୀବନ୍ତ ଆଇଇଡି ମହାବୋଧି ମନ୍ଦିର ଗେଟ ନମ୍ବର ୪ରେ ଆଉ ଏକ ଶ୍ରାଲଙ୍କା ମଠର ସିଡି ନିକଟରେ ମିଳିଥିଲା । ଏହି ମାମାଲାର ଶୁଣାଣି ବିଶେଷ ଅଦାଲତ ଦ୍ୱାରା ୧୦ଡିସେମ୍ବରରେ କରାଯାଇଥିବା ବେଳେ ରାୟ ସଂରକ୍ଷିତ ରଖାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁ…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri