Posted inଜାତୀୟ

ଏନ୍‌ଆଇଏକୁ ମିଳିଲା ଧମକପୂର୍ଣ୍ଣ ଇ-ମେଲ୍‌: ମୁମ୍ବାଇରେ ଆଲର୍ଟ ଜାରି

ମୁମ୍ବାଇ,୩।୨: ନ୍ୟାଶନାଲ ଇନ୍‌ଭେଷ୍ଟିଗେସନ୍‌ ଏଜେନ୍ସି (ଏନ୍‌ଆଇଏ)କୁ ଏକ ଧମକପୂର୍ଣ୍ଣ ଇ-ମେଲ୍‌ ମିଳିଛି। ଇ-ମେଲ୍‌ ପଠାଇଥିବା ବ୍ୟକ୍ତି ନିଜକୁ ତାଲିବାନ ସହ ଜଡିତ ଥିବା କହୁଥିବା ବେଳେ ମୁମ୍ବାଇ ସହରରେ ଆତଙ୍କବାଦୀ ଆକ୍ରମଣ ନେଇ ଧମକ ଦିଆଯାଇଛି। ଧମକପୂର୍ଣ୍ଣ ମେଲ୍‌ ମିଳିବା ପରେ ମୁମ୍ବାଇ ସମେତ ଅନ୍ୟ ବଡ଼ ସହରରେ ସୁରକ୍ଷା ଏଜେନ୍ସି ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଏପରିକି ନଗର ପୋଲିସ ଏବଂ ମହାରାଷ୍ଟ୍ର ଆତଙ୍କବାଦ ନିରୋଧୀ ସ୍କ୍ବାଡ (ଏଟିଏସ୍‌) କୁ ସତର୍କ କରାଯାଇଥିଲା। ଏନେଇ ଏନ୍‌ଆଇଏ ଏବଂ ମୁମ୍ବାଇ ପୋଲିସ ସହ ଅନ୍ୟ ଏଜେନ୍ସିଗୁଡ଼ିକ ଯାଞ୍ଚ ଆରମ୍ଭ କରିଛନ୍ତି। ଏପରିକି ମେଲ୍‌ କେଉଁଠୁ ଆସିଛି ଏବଂ ଏହାର ଉଦ୍ଦେଶ୍ୟ କ’ଣ ସେନେଇ ପୋଲିସ ଯାଞ୍ଚ କରୁଛି।

ପୋଲିସର ସୂଚନାନୁସାରେ, ଧମକ ବାର୍ତ୍ତା ପଠାଇବା ପାଇଁ ବ୍ୟବହୃତ ଇ-ମେଲ୍‌ ଠିକଣାରେ “ସିଆଇଏ” କୋଡ୍‌ ରହିଛି। ପ୍ରେରକଙ୍କ ଆଇପି (ଇଣ୍ଟରନେଟ ପ୍ରୋଟୋକଲ) ଠିକଣା ପାକିସ୍ତାନରୁ ଚିହ୍ନଟ ହୋଇଛି ବୋଲି ଜଣେ ପୋଲିସ ଅଧିକାରୀ କହିଛନ୍ତି। ସୂଚନାଯୋଗ୍ୟ, ଗତ ମାସରେ ଫେଡେରାଲ ଏଜେନ୍ସି ସମାନ ଇ-ମେଲ୍‌ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri