ଗୁପ୍ତ ତଥ୍ୟ ଲିକ୍‌ର ତଦନ୍ତ କରିବ ଏନ୍‌ଆଇଏ

ବାଲେଶ୍ୱର ଅଫିସ,୧୬।୯: ପାକିସ୍ତାନୀ ସୁନ୍ଦରୀଙ୍କ ହନୀଟ୍ରାପରେ ପଡି ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ଘଟଣାରେ ୫ ଠିକା କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। କ୍ରାଇମବ୍ରାଞ୍ଚ ଏହି ମାମଲାର ତଦନ୍ତ କରୁଥିବା ବେଳେ ଗୁରୁବାର ବାଲେଶ୍ୱରରେ ପହଞ୍ଚିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ)ର ୨ ଜଣିଆ ଟିମ୍‌। କୋଲକାତାରୁ ଆସିଥିବା ଏହି ଟିମ୍‌ ବାଲେଶ୍ୱର ଏସ୍‌ପିଙ୍କୁ ଭେଟି ଘଟଣାର ଅଧିକ ତଥ୍ୟ ସଂଗ୍ରହ କରିଥିବା ଜଣାପଡିଛି।

ସୂଚନା ଯୋଗ୍ୟ, ବୁଧବାର ବାଲେଶ୍ୱର ପୋଲିସ ଏହି ଘଟଣାରେ ସମ୍ପକ୍ତ ୪ ଜଣ ଠିକା କର୍ମଚାରୀଙ୍କୁ ଗିରଫ କରିଥିବା ବେଳେ ଗୁରୁବାର ଅନ୍ୟଜଣଙ୍କୁ ଗିରଫ କରିଛି। ସେ ହେଲେ ସଚିନ କୁମାର ଓରଫ ଛତା। ତାଙ୍କ ଘର ଉତ୍ତରପ୍ରଦେଶ। ସଚିନ ଡିଆର୍‌ଡିଓରେ ଜଣେ ଡ୍ରାଇଭର ଭାବେ କାମ କରୁଥିଲେ। ସଚିନଙ୍କୁ ଆଜି କୋର୍ଟରେ ହାଜର କରାଯାଇଛି। ତାଙ୍କ ଜାମିନ ନାମଞ୍ଜୁର ହେବାରୁ କୋର୍ଟ ଚାଲାଣ କରାଯାଇଛି। ତଥ୍ୟ ଲିକ୍‌ ଘଟଣାରେ ବର୍ତ୍ତମାନ ସୁଦ୍ଧା ଗିରଫ ସଂଖ୍ୟା ୫ରେ ପହଞ୍ଚିଛି। ଅଭିଯୁକ୍ତମାନେ ପାକିସ୍ତାନୀ ଗୁପ୍ତଚର ସଂସ୍ଥା(ଆଇଏସ୍‌ଆଇ)କୁ ତଥ୍ୟ ଲିକ୍‌ କରୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍‌ଷ୍ଟେବଳଙ୍କୁ ନିର୍ଘାତ ମାଡ଼

ଭୁବନେଶ୍ୱର, ୭ା୩(ବ୍ୟୁରୋ): ରାଜଧାନୀ ଏବେ ଅସୁରକ୍ଷିତ ହୋଇପଡ଼ିଛି। ସାଧାରଣ ଜନତାଙ୍କ କଥା ଛାଡ଼, ଅନ୍ୟକୁ ସୁରକ୍ଷା ଦେଉଥିବା ପୋଲିସ ମଧ୍ୟ ଅସୁରକ୍ଷିତ ହୋଇପଡିଛି। ଗୁରୁବାର ସିଆର୍‌ପି...

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ କଡ଼ରେ ଥିବା ନାହାଗୁଣା ଗ୍ରାମ ନିକଟରେ ସୋମବାର ଜଣେ ଘରୋଇ ଫାଇନାନ୍ସ...

ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି କହିଛନ୍ତି ଯେ, ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ। ଦିନକ...

ଦିଲ୍ଲୀ ଗଲେ ୫୦୦ ଚାଷୀ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ନୂତକ କୃଷି ଆଇନକୁ ପ୍ରତ୍ୟାହାର ଦାବିରେ ଦିଲ୍ଲୀରେ ଚାଷୀ ଆନ୍ଦୋଳନ ଚାଲିଛି। ଏହାକୁ ସମର୍ଥନ ଜଣାଇ ଶୁକ୍ରବାର ଓଡ଼ିଶାରୁ ପାଖାପାଖି ୫୦୦ ଚାଷୀ...

ପୋଲିସ ହାତରୁ ଦୁଇ ଯୁବକଙ୍କୁ ଛଡ଼ାଇନେଲେ ବିଜେଡି କର୍ମୀ

ସଜନାଗଡ଼,୨୧।୨(ଡି.ଏନ୍‌.ଏ): ପୁଣି ଜଣେ ଖବରଦାତା ଆକ୍ରମଣର ଶିକାର ହୋଇଛନ୍ତି। ନିର୍ବାଚନ ପ୍ରଚାର ସମୟରେ ଖବରଦାତା ଜଣକ ଫଟୋ ଉଠାଉଥିବା ବେଳେ ତାଙ୍କୁ ମାଡ଼ ମରାଯାଇ ହତ୍ୟା...

ଗ୍ରାମାଞ୍ଚଳରେ ନିଷେଧ ହେବ ପ୍ଲାଷ୍ଟିକ

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ଆସନ୍ତାବର୍ଷରୁ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳରେ ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନ ଓ ପ୍ଲାଷ୍ଟିକକୁ ନିଷେଧ କରାଯିବ। ଏ ନେଇ ପଞ୍ଚାୟତିରାଜ ଓ...

ସାରା ରାଜ୍ୟରେ ଜିରୋ ନାଇଟ ମନା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-ନୂଆବର୍ଷ ପାଳନ ନେଇ ସାରା ରାଜ୍ୟରେ ଜିରୋ ନାଇଟ୍‌ ସେଲିବ୍ରେସନକୁ ବାରଣ କରାଯାଇଛି। କରୋନା ସକାଶେ ଜିରୋ ନାଇଟ ବାରଣ କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର...

ସରକାରୀ ସୁବିଧାରୁ ବଞ୍ଚିତ ମୁକବଧିର ନାବାଳକ

ପଲମ, ୨୦।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନ ସେରଗଡ଼ ପଞ୍ଚାୟତ ଉଫେର ଗ୍ରାମର ନାବାଳକ ଦିନମଣି ଜାନୀ । ବୟସ ୧୧ ବର୍ଷ ।...

Advertisement
Archives

Model This Week