Posted inଜାତୀୟ

କର୍ନାଟକ, ମହାରାଷ୍ଟ୍ରର ୪୦ରୁ ଅଧିକ ସ୍ଥାନରେ ଏନଆଇଏର ଚଢାଉ

ନୂଆଦିଲ୍ଲୀ,୯।୧୨: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଶନିବାର ସକାଳେ କର୍ନାଟକ ଏବଂ ମହାରାଷ୍ଟ୍ରର ପ୍ରାୟ ୪୪ ଟି ସ୍ଥାନରେ ଚଢାଉ କରୁଛି। ନ୍ୟୁଜ ଏଜେନ୍ସି ଏନ୍‌ଆଇ ଅନୁଯାୟୀ, ବିଶ୍ୱ ଆତଙ୍କବାଦୀ ଗୋଷ୍ଠୀ ଇସଲାମିକ ଷ୍ଟେଟ ଅଫ ଇରାକ ଏବଂ ସିରିଆ (ଆଇଏସଆଇଏସ୍‌) ମାଧ୍ୟମରେ ସାରା ଦେଶରେ ଆତଙ୍କବାଦୀ ଆକ୍ରମଣ କରିବା ଷଡଯନ୍ତ୍ର ସହ ଜଡିତ ଏକ ମାମଲାରେ ଏହି ଚଢାଉ କରାଯାଉଛି। ଆଇଏସଆଇଏସକୁ ଦୁନିଆର ସବୁଠାରୁ ଭୟଭୀତ ଆତଙ୍କବାଦୀ ସଂଗଠନ ଭାବେ ଗଣାଯାଏ।

ଚଢାଉ ଚାଲିଥିବା ୪୪ଟି ସ୍ଥାନ ମଧ୍ୟରୁ କର୍ନାଟକର ଗୋଟିଏ ସ୍ଥାନ ରହିଛି। ଏଥିସହିତ ପୁଣେରେ ୨ଟି, ଥାନେ ଗ୍ରାମୀଣରେ ୩୧ଟି, ଥାନେ ସିଟିରେ ୯ଟି ଏବଂ ଭୟାନ୍ଦରରେ ଗୋଟିଏ ସ୍ଥାନରେ ଏନଆଇଏ ଅଧିକାରୀମାନେ ଚଢାଉ କରିଛନ୍ତି। ଭାରତରେ ଆତଙ୍କବାଦ ଏବଂ ହିଂସା ବିସ୍ତାର ପାଇଁ ଆତଙ୍କବାଦୀ ସଂଗଠନର ଯୋଜନାକୁ ଖଣ୍ଡନ କରିବା ପାଇଁ ଏନଆଇଏ ଏକ ବ୍ୟାପକ ଅନୁସନ୍ଧାନ କରୁଛି। ପୂର୍ବରୁ ମଧ୍ୟ ଏଭଳି ଚଢାଉ କରାଯାଇ ଅନେକ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ…

ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ

ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର…

ଶିକ୍ଷା ବିଭାଗରେ ଚହଳ! ଘରେ ପଶି ଶିକ୍ଷୟିତ୍ରୀଙ୍କୁ ବଳାତ୍କାର, ବିରୋଧ କରିବାରୁ….

ଲକ୍ଷ୍ନୌ,୯ା୮: ଉତ୍ତରପ୍ରଦେଶର ହରଦୋଇ ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି…

ମମତା ବାନାର୍ଜୀଙ୍କ କାର ଉପରକୁ ପଥରମାଡ଼: ଚୋର-ଚୋର ନାରା ଦେଲେ….

କୋଲକାତା,୯ା୮: ପଶ୍ଚିମବଙ୍ଗର ହାଲିସହରରେ ତୃଣମୂଳ କଂଗ୍ରେସର ଜଣେ ମୃତ କର୍ମୀଙ୍କ ପରିବାରକୁ ଭେଟିବାକୁ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜୋରଦାର ବିରୋଧର ସାମ୍ନା କରିବାକୁ ପଡ଼ିଛି…

ବିଶ୍ୱ ଆଦିବାସୀ ଦିବସରେ ପେସା ଆଇନ ଲାଗୁ ନେଇ ଉଠିଲା ଦାବି

ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଏକାଠି ହୋଇ ପାଳନ କଲେ ବିଶ୍ୱ ଆଦିବାସୀ ଦିବସ। ସୂଚନା ଅନୁଯାୟୀ, ସାରା ରାଜ୍ୟରେ ବିଶ୍ୱ…

ନିଜର ହକ୍‌ ପାଇଁ ଶୋଭାଯାତ୍ରାରେ ବାହାରିଲେ ଆଦିବାସୀ, କୁସଂସ୍କାର ଦୂର ପାଇଁ ଏକଜୁଟ୍‌ ହୋଇ…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ରାଜୀବଗାନ୍ଧୀ ଭବନଠାରେ ଜୋରାଡବରା ପଞ୍ଚାୟତ କନ୍ଧ ସମାଜ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ରବିବାର ପାଳିତ…

ରାଞ୍ଚିରେ ଆନ୍ଦୋଳନର ବଡ଼ ପ୍ରଭାବ! ରଦ୍ଦ ହେବ ୧୪ତମ JPSC ପରୀକ୍ଷା! ୯୦ ଦିନରେ CID ତଦନ୍ତ…

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନଙ୍କ ଦାବି ଦୀର୍ଘଦିନ ଧରି ଚର୍ଚ୍ଚାରେ ରହିଛି । ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଅଟକି ରହିଥିବା ପରୀକ୍ଷା ଏବଂ…

ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri