Posted inଜାତୀୟ

ରାଜସ୍ଥାନର ୫ ସ୍ଥାନରେ ଏନ୍‌ଆଇଏର ଚଢାଉ

ଜୟପୁର,୧୭।୫: ଜାତୀୟ ଅନୁସନ୍ଧାନ ବ୍ୟୁରୋ (ଏନ୍‌ଆଇଏ)ବୁଧବାର ରାଜସ୍ଥାନରେ ଚଢାଉ କରିଛି। ସୂଚନାନୁସାରେ, ଜୟପୁର, ଚରୁ, ଅଲୱାର, ହନୁମାନଗଡ, ଗଙ୍ଗନଗର ସମେତ ଅନ୍ୟାନ୍ୟ ସହରରେ ଏନଆଇଏ ଦଳର ଚଢାଉ ଚାଲିଛି। କୁହାଯାଉଛି ଏନ୍‌ଆଇଏ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୁଙ୍କ ଲୁଚି ରହିଥିବା ସ୍ଥାନ ଉପରେ ଚଢାଉ କରିଛି। ଏହା ବ୍ୟତୀତ ଗ୍ୟାଙ୍ଗଷ୍ଟରଙ୍କ ଅନ୍ୟ ସହଯୋଗୀଙ୍କ ଉପରେ ମଧ୍ୟ ଚଢାଉ କରାଯାଇଛି। ଏହି ଚଢାଉରେ ବହୁ ସଂଖ୍ୟକ ବେଆଇନ ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବା ସୂଚନା ମିଳିଛି।

ଆତଙ୍କବାଦ-ଡ୍ରଗ ଚୋରା ଚାଲାଣକାରୀ-ଗ୍ୟାଙ୍ଗଷ୍ଟର ନକ୍ସଲ ମାମଲାରେ ହରିୟାଣା, ପଞ୍ଜାବ, ରାଜସ୍ଥାନ, ୟୁପି, ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶର ୧୦୦ରୁ ଅଧିକ ସ୍ଥାନରେ ଏନଆଇଏ ସର୍ଚ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ପ୍ରହଲ୍ଲାଦ ସହାୟ ମୀନା ହେଲେ ଗଜପତିର ନୂତନ ଆରକ୍ଷୀ ଅଧୀକ୍ଷକ

ଗଜପତି (ଗିରିଧାରୀ ପରିଛା): ୨୪।୫ :ଓଡିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍/ଓପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri