Posted inଜାତୀୟ

ଆଇଏସ୍‌ ଲିଙ୍କ୍‌ ନେଇ ୬ ରାଜ୍ୟରେ ଚଢାଉ

ନୂଆଦିଲ୍ଲୀ,୩୧।୭: ଆତଙ୍କବାଦୀ ସଂଗଠନ ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌)ର କାର୍ଯ୍ୟକଳାପ ସମ୍ପୃକ୍ତିକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ରବିବାର ୬ ରାଜ୍ୟରେ ଚଢାଉ କରିଛି। ଏହି ଚଢାଉ ମଧ୍ୟପ୍ରଦେଶ, ଗୁଜରାଟ, ବିହାର, କର୍ନାଟକ, ମହାରାଷ୍ଟ୍ର ଏବଂ ଉତ୍ତରପ୍ରଦେଶର ୧୩ଟି ସ୍ଥାନରେ ହୋଇଛି।

ମଧ୍ୟପ୍ରଦେଶର ଭୋପାଳ ଏବଂ ରାଇସେନ ଜିଲା, ଗୁଜରାଟର ଭରୁଚ, ସୁରଟ, ନଭସାରି ଓ ଅହମଦାବାଦ ଜିଲା, ବିହାରର ଅରାରିୟା, କର୍ନାଟକର ଭଟକଲ ଓ ଟୁମକୁର, ମହାରାଷ୍ଟ୍ରର କୋହ୍ଲପୁର ଓ ନାଣ୍ଡେଡ୍‌ ଏବଂ ଉତ୍ତରାଖଣ୍ଡର ଦେଓବନ୍ଦ ଜିଲାରେ ଚଢ଼ାଉ କରାଯାଇ କେତେକ ଆପରାଧିକ ଦସ୍ତାବିଜ ଜବତ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri