Posted inଜାତୀୟ

ଆଇଏସଆଇଏସର ନିଯୁକ୍ତି ମାମଲାରେ ତାମିଲନାଡୁ, ତେଲଙ୍ଗାନାର ୩୦ ସ୍ଥାନରେ ଏନଆଇଏର ଚଢାଉ

ନୂଆଦିଲ୍ଲୀ,୧୬।୯: ଇସ୍ଲାମିକ ଷ୍ଟେଟ ଅଫ ଇରାକ ଏଣ୍ଡ ସିରିଆ (ଆଇଏସଆଇଏସ)ର ନିଯୁକ୍ତି ମାମଲାରେ ତାମିଲନାଡୁ ଏବଂ ତେଲଙ୍ଗାନାର ୩୦ଟି ସ୍ଥାନରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଚଢାଉ କରିଛି। ବର୍ତ୍ତମାନ କୋଏମ୍ବାଟୁରର ୨୧ଟି ସ୍ଥାନ, ଚେନ୍ନାଇର ୩ଟି ସ୍ଥାନ, ହାଇଦ୍ରାବାଦ / ସାଇବରାବାଦର ୫ଟି ସ୍ଥାନ ଏବଂ ତେନକାସୀରେ ଗୋଟିଏ ସ୍ଥାନରେ ଚଢାଉ ଜାରି ରହିଛି। ଆତଙ୍କବାଦୀ ସଂଗଠନ ଆଇଏସଆଇଏସକୁ ଭାରତରେ ବିସ୍ତାର ନକରିବାକୁ ଏନଆଇଏ ନିରନ୍ତର ପଦକ୍ଷେପ ନେଉଛି।

ତାମିଲନାଡୁ ଏବଂ ତେଲଙ୍ଗାନାରେ ବ୍ୟାପିଥିବା ଆଇଏସଆଇଏସ ମଡ୍ୟୁଲ ବିରୋଧରେ ଏନଆଇଏର ଏହି ଚଢାଉ ଚାଲିଛି। ତାମିଲନାଡୁ ଏବଂ ତେଲଙ୍ଗାନାରେ ଆତଙ୍କବାଦ ବିସ୍ତାର ଷଡଯନ୍ତ୍ରରେ ଆଇଏସଆଇଏସର ଭୂମିକା ଅନୁସନ୍ଧାନ ପାଇଁ ଏନଆଇଏ ନିକଟରେ ଏକ ମାମଲା ରୁଜୁ କରିଛି। ଏହି ମାମଲା ପଞ୍ଜିକରଣ ପରେ ହିଁ ଏନଆଇଏ ଉଭୟ ରାଜ୍ୟର ୩୦ଟି ସ୍ଥାନ ଉପରେ ଚଢାଉ କରିବାକୁ ନିଷ୍ପତ୍ତି ନେଇଛି। ଏହି ଚଢାଉ ମାଧ୍ୟମରେ ଆଇଏସଆଇଏସ ସହ ଜଡିତ ଲୋକଙ୍କୁ ଧରାଯିବ, ଯେଉଁମାନଙ୍କୁ ଆତଙ୍କ ବିସ୍ତାର କରିବାର ଦାୟିତ୍ୱ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri