Odisha Elections 2024
Posted inଜାତୀୟ

ପିଏଫ୍‌ଆଇ ବିରୋଧରେ ଏନଆଇଏର କାର୍ଯ୍ୟାନୁଷ୍ଠାନ: ୟୁପି, ରାଜସ୍ଥାନ, ଦିଲ୍ଲୀ ସମେତ କେତେକ ସ୍ଥାନରେ ଚଢାଉ

ନୂଆଦିଲ୍ଲୀ,୧୧।୧୦: ନିଷିଦ୍ଧ ସଂଗଠନ ପିଏଫଆଇ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଦେଶର ଅନେକ ସ୍ଥାନରେ ଚଢାଉ କରିଛି। ଏଥିରେ ଉତ୍ତରପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର ଏବଂ ଦିଲ୍ଲୀ ଭଳି ରାଜ୍ୟ ମଧ୍ୟ ସାମିଲ ରହିଛି।

ଗତ ବର୍ଷ ଆତଙ୍କବାଦ ବିରୋଧୀ ବେଆଇନ କାର୍ଯ୍ୟକଳାପ ଅଧିନିୟମ (ୟୁଏପିଏ) ଅନୁଯାୟୀ ପିଏଫ୍‌ଆଇ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ନ୍ୟୁଜ ଏଜେନ୍ସି ପିଟିଆଇ ସୂତ୍ରରୁ ପ୍ରକାଶ ଯେ, ଏହି ଚଢାଉ କେସ ନମ୍ବର ୩୧/୨୦୨୨ ଅନୁଯାୟୀ କରାଯାଇଛି।

ଦିଲ୍ଲୀର ଥାନା ହୈଜ ପୋଲିସ ଷ୍ଟେଶନ ଅଞ୍ଚଳର ବଲି ମାରାନ, ରାଜସ୍ଥାନର ଟଙ୍କ, ତାମିଲନାଡୁର ମଦୁରାଇ, ଉତ୍ତରପ୍ରଦେଶର ବାରବାଙ୍କି, ଲକ୍ଷ୍ନୌ, ବାହରାଇଚ, ସୀତାପୁର ଏବଂ ହରର୍ଦଇ ସମେତ ଅନେକ ସ୍ଥାନରେ ଚଢାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ନିର୍ବାଚନରେ ମୋଦିଙ୍କୁ କିଏ ଦେଉଛନ୍ତି ଚ୍ୟାଲେଞ୍ଜ, ପ୍ରଶାନ୍ତ କିଶୋର କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ସରକାରଙ୍କ ବିରୋଧରେ ହୋଇଥିବା ବିରୋଧକୁ ଦୃଢ ବୋଲି ବର୍ଣ୍ଣନା କରିଛନ୍ତି। ଏକ...

ସ୍ବାତୀ ମାଲିଓ୍ବାଲଙ୍କୁ ମାଡ ମାରିବା ଘଟଣା: ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଏଏପି ଦଳର...

ରାଜ ଠାକରେ ମୋଦିଙ୍କ ଚରଣରେ ବିଲିନ ହୋଇଯାଇଛନ୍ତି: ସଞ୍ଜୟ ରାଉତ

ମୁମ୍ବାଇ,୧୮।୫: ସଞ୍ଜୟ ରାଉତ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’କୁ ସମାଲୋଚନା କରିଛନ୍ତି। ରାଉତ ଅଭିଯୋଗ କରିଛନ୍ତି ଯେ ଭାଜପାର ରୋଡ ଶୋ’ର ଖର୍ଚ୍ଚ ମୁମ୍ବାଇ...

ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ...

ମହାରାଷ୍ଟ୍ରରେ ନିର୍ବାଚନ ମଧ୍ୟରେ ଚର୍ଚ୍ଚାରେ ରାଜ ଠାକରେଙ୍କ ଭାଷଣ

ମୁମ୍ବାଇ,୧୮।୫: ରାଜ ଠାକରେ ପ୍ରଥମ ଥର ପାଇଁ ଶିବାଜୀ ପାର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମଞ୍ଚ ଶେୟାର କରିଛନ୍ତି। ଏହି ସମୟରେ ସେ ଅନେକ ପ୍ରସଙ୍ଗରେ...

‘କହ୍ନେୟା କୁମାରଙ୍କୁ ମାଡ଼ ମାରି ଉଚିତ ଶିକ୍ଷା ଦେଇଛୁ’, କଂଗ୍ରେସ ନେତାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ‘ଆମେ ତାଙ୍କୁ ଉଚିତ ଶିକ୍ଷା ଦେଇଛୁ । ସେ ସ୍ଲୋଗାନ ଦେଇଥିଲେ, ‘ଭାରତ ତେରେ ଟୁକଡ ଟୁକଡେ ହୋଙ୍ଗେ’। ଅଫଜାଲ ମୋତେ କ୍ଷମା କରିବୁ।...

Video: ସ୍ବାତୀ ମାଲିଓ୍ବାଲଙ୍କୁ ଧକ୍କା ଦେଇଥିଲେ ମହିଳା ସିକ୍ୟୁରିଟି ଗାର୍ଡ, ଆଉ ଏକ ନୂଆ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ସ୍ବାତୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଭାଜପାକୁ ଭୋଟ ନ ହେବାକୁ ଶପଥ ନେଲେ ରାଜପୁତ, ସ୍ମୃତିଙ୍କୁ ଗ୍ରହଣ କରୁ ନାହାଁନ୍ତି ଆମେଠିବାସୀ

ନୂଆଦିଲ୍ଲୀ,୧୮।୫: ଆମେଠିରେ, କ୍ଷତ୍ରିୟ ବା ରାଜପୁତ ସମ୍ପ୍ରଦାୟର ଲୋକମାନେ ସ୍ମୃତି ଇରାନୀଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ବିରୋଧ କରୁଛନ୍ତି। ସେମାନେ ଶପଥ କରୁଛନ୍ତି ଏବଂ ଲୋକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri