ଝାରପଡ଼ା ଜେଲ୍‌ରେ ଏନ୍‌ଆଇଏ ଟିମ: ମାଓବାଦୀ ନେତା ଦୁବାସି ଶଙ୍କରଙ୍କୁ ଜେରା

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ଦୁର୍ଦ୍ଦାନ୍ତ ମାଓବାଦୀ ନେତା ଦୁବାସି ଶଙ୍କରଙ୍କୁ ଜେରା କରିବାକୁ ଗୁରୁବାର ଏନ୍‌ଆଇଏ ଟିମ୍‌ ଝାରପଡ଼ା ଜେଲ୍‌ରେ ପହଞ୍ଚିଛନ୍ତି । ଦୁବାସି ଶଙ୍କରଙ୍କୁ ଜେରା ଚାଲଥିବା ଜଣାପଡ଼ିଛି। ମାଓନେତା ଦୁବାସିଙ୍କୁ ଏନ୍‌ଆଇଏର ୨ ଜଣିଆ ଟିମ ଜେରା କରୁଛି ।
ସୂଚନାଯୋଗ୍ୟ, ୨୦୧୨ ମାଲକାନଗିରି ଚିତ୍ରକୋଣ୍ଡା ବିସ୍ଫୋରଣରେ ବିଏସ୍‌ଏଫ କମାଣ୍ଡାଣ୍ଟ ଓ ୩ ଯବାନଙ୍କ ମୃତ୍ୟୁ ଘଟିଥିଲା । ଏହି ମାମଲାରେ ଦୁବାସିକୁ ଜେରା କରୁଛି ଏନ୍‌ଆଇଏ ଟିମ୍‌ । ଦୁବାସିଙ୍କୁ ଜେରା କରିବାକୁ ଏନ୍‌ଆଇଏ ସ୍ବତନ୍ତ୍ର କୋର୍ଟ ଅନୁମତି ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri