ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ।
ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ ସମନ ପଠାଇବ NIA। ଏପରିକି ଜମ୍ମୁ NIA କୋର୍ଟ ହାଫିଜଙ୍କ ନାଁରେ ଜାମିନ ବିହୀନ ଗିରଫ ପରୱାନା ଜାରି କରିଛନ୍ତି।