ବହୁଚର୍ଚ୍ଚିତ ନୟାଗଡ଼ ପରୀ ବଳାତ୍କାର ହତ୍ୟା ମାମଲାର ରାୟ ଶୁଣାଇଲେ କୋର୍ଟ

ନୟାଗଡ଼,୬।୨: ବହୁଚର୍ଚ୍ଚିତ ନୟାଗଡ଼ ପରୀ ବଳାତ୍କାର ହତ୍ୟା ମାମଲା ରାୟ ମଙ୍ଗଳବାର ଆସିଛି। ପରୀ ହତ୍ୟାକାଣ୍ଡରେ ନୟାଗଡ଼ ଚିଲ୍‌ଡ୍ରେନ୍‌ କୋର୍ଟ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି । ୨୦୨୦ରେ ପରୀ ଘଟଣା ସାରା ଓଡ଼ିଶାରେ ହଇଚଇ ସୃଷ୍ଟି କରିଥିଲା। ଘର ସାମ୍ନାରେ ଖେଳୁଥିବା ୫ ବର୍ଷର ପରୀ ନିଖୋଜ ହୋଇଯାଇଥିଲେ। ନିଖୋଜର ୧୦ ଦିନ ପରେ ତାଙ୍କ ଗଳିତ ଦେହାବଶେଷ ମିଳିଥିଲା। ଏକ ଅଖା ବସ୍ତାରୁ ଦେହାବଶେଷ ଓ ହାଡ଼ ଉଦ୍ଧାର କରାଯାଇଥିଲା। କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri