ଭିଜିଲାନ୍ସ ଜାଲରେ କଟକ ନିଆଳି ଥାନା ASI ବିଜୟ ଭଞ୍ଜ

ଭୁବନେଶ୍ୱର,୨୫ା୨: ଭିଜିଲାନ୍ସ ଜାଲରେ ପଡିଛନ୍ତି କଟକ ନିଆଳି ଥାନା ଏଏସଆଇ ବିଜୟ ଭଞ୍ଜ। ମାମଲା ରୁଜୁ ଧମକ ଦେଇ ୨ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ ବିଜୟ। ଏହାପରେ ବିଜୟଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ଚଢ଼ାଉ କରୁଛି।

ଗତକାଲି ଏଏସଆଇ ଏକ ମାମଲା ରୁଜୁ କରିବାକୁ ଦୁଇ ହଜାର ଟଙ୍କା ଲାଞ୍ଚ ରାଶି ମାଗିଥିଲେ। ଅଭିଯୋଗ କରିବାକୁ ଆସିଥିବା ବ୍ୟକ୍ତି ଜଣକ ଅନ୍ୟ କୌଣସି ଉପାୟ ନ ପାଇ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ତଦନୁସାରେ, ଅଭିଯୋଗକାରୀଙ୍କଠାରୁ ଲାଞ୍ଚ ଗ୍ରହଣ କରିଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ ଏଏସଆଇ ବିଜୟଙ୍କୁ ରବିବାର ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri