ପ୍ରସିଦ୍ଧ ବ୍ରିଟିଶ ଲେଖକଙ୍କ ପରଲୋକ

ଲଣ୍ଡନ,୧୬।୮:ପ୍ରସିଦ୍ଧ ବ୍ରିଟିଶ ଲେଖକ ତଥା ଖବରଦାତା ନିକୋଲାସ ଇଭାନ୍ସଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ନିକୋଲାସ ଇଭାନ୍ସ ଅନେକ ରଚନା କରିଛନ୍ତି। ସେ ୧୯୯୫ରେ ‘ଦ ହର୍ସ ହ୍ବିସପରର୍‌’ ନୋବେଲ ଲେଖି ସାରା ବିଶ୍ୱରେ ଲୋକପ୍ରିୟତା ହାସଲ କରିଥିଲେ। ଏହାର ପ୍ରାୟ ୨୦ ନିୟୁତ କପି ଛପା ହୋଇଥିଲା। ୪୦ଟି ଭାଷାରେ ଏହାର ଅନୁବାଦ କରାଯାଇଥିଲ। ତାଙ୍କର ଏହି ନୋବେଲ ଉପରେ ଏକ ଫିଲ୍ମ ମଧ୍ୟ ନିର୍ମାଣ କରାଯାଇଛି।
ଉପନ୍ୟାସ ନିକୋଲାସ ଇଭାନ୍ସ କେବଳ ଜଣେ ଲେଖକ ନୁହନ୍ତି, ୧୯୭୦ ଦଶକରେ ସେ ଏକ ଦଶନ୍ଧି ଧରି ଖବରଦାତା ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ଏହାସହ ସେ ସ୍କ୍ରିନ ରାଇଟର୍‌ ଏବଂ ଟେଲିଭିଜନ ନିର୍ମାତା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri