ଶେୟାର ବଜାରରେ ପୁଣି ରେକର୍ଡ, ସର୍ବୋଚ୍ଚ ଛୁଇଁଲା ନିଫ୍ଟି

ନୂଆଦିଲ୍ଲୀ, ୧୨।୬: ଶେୟାର ବଜାର ଖୋଲିବାର ଏକ ଘଣ୍ଟା ପୂର୍ବରୁ ନୂଆ ଇତିହାସ ରଚିଛି ନିଫ୍ଟି। ୨୩,୪୨୦.୩୫ ପଏଣ୍ଟରେ ପହଞ୍ଚି ରେକର୍ଡ କରିଛି । ପୂର୍ବରୁ ଏହି ରେକର୍ଡ ୨୩,୪୧୧.୯୦ ପଏଣ୍ଟ ରହିଥିଲା । ଦୁଇଦିନ ତଳେ ଅର୍ଥାତ ସପ୍ତାହର ଆରମ୍ଭ ସୋମବାର ଦିନ ସେନ୍‌ସେକ୍ସ ମଧ୍ୟ ରେକର୍ଡ ସ୍ତରରେ ପହଞ୍ଚିଥିଲା । ପ୍ରଥମ ଥର ପାଇଁ ୭୭ ହଜାର ପଏଣ୍ଟ ପାର କରିଯାଇଥିଲା । ଆଜି ମଧ୍ୟ ଏହା ରେକର୍ଡ ସ୍ତରର ପାଖାପାଖି କାରବାର କରୁଛି । ୭୬.୯୬୭.୭୩ ଉପରେ ଆଜି ସେନ୍‌ସେକ୍ସ କାରବାର କରିଛି । ଶେୟାର

ଭାରତୀୟ ଷ୍ଟକ ମାର୍କେଟ ଆଜି କାରବାର ଆରମ୍ଭରୁ ବୃଦ୍ଧି ସହିତ ଖୋଲିଛି । ଆଇଟି ଇଣ୍ଡେକ୍ସରେ ଆଜି ମଧ୍ୟ ବଜାରକୁ ସମର୍ଥନ ମିଳିଛି । ବଜାର ଖୋଲିବା ମାତ୍ରେ ଆଇଟି ଇଣ୍ଡେକ୍ସରେ ୪୦୦ ପଏଣ୍ଟ ବୃଦ୍ଧି ହୋଇଥିଲା । ବ୍ୟାଙ୍କ ନିଫ୍ଟି ମଧ୍ୟ ଅଭିବୃଦ୍ଧିର ସବୁଜ ଚିହ୍ନରେ ରହିଛି । ଆଜି ତେଲ ଏବଂ ଗ୍ୟାସ ଷ୍ଟକ୍‌ରେ ବୃଦ୍ଧି ଘଟିଛି ଏବଂ ନିଫ୍ଟି ରିଅଲିଟି ଇଣ୍ଡେକ୍ସରେ ହ୍ରାସ ଘଟିଛି । ଆଦାନୀ ଗ୍ରୁପର ଶେୟାରରେ ବୃଦ୍ଧି ଜାରି ରହିଛି । ୨୨୨.୫୨ ପଏଣ୍ଟ ବା ୦.୨୯ ପ୍ରତିଶତ ବୃଦ୍ଧି ସହିତ ବିଏସ୍‌ଇ ସେନସେକ୍ସ ୭୬,୬୭୯ ସ୍ତରରେ ଖୋଲିଛି । ଏନ୍‌ଏସ୍‌ଇର ନିଫ୍ଟି ୭୯.୬୦ ପଏଣ୍ଟ ବା ୦.୩୪ ପ୍ରତିଶତ ବୃଦ୍ଧି ସହିତ ୨୩,୩୪୪ ସ୍ତରରେ ଖୋଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?