ରେକର୍ଡ ସ୍ତରରେ ନିଫ୍ଟିର କାରବାର

ଭୁବନେଶ୍ୱର,୫।୧୨: ଗତ କିଛି ସପ୍ତାହ ହେବ ଦଲାଲ ଷ୍ଟ୍ରିଟରେ ଉତ୍ସାହ ରହିଛି। ଫଳରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇପାରିଛନ୍ତି। ଏପରିକି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ନିଫ୍ଟି-୫୦ରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ବିଶେଷ କରି ଗତ ୩ ସପ୍ତାହ ହେଲା ନିଫ୍ଟିର କାରବାର ବେଶ ଉତ୍ସାହଜନକ ରହିଥିଲାବେଳେ ନିଫ୍ଟିର କାରବାର ପ୍ରାୟ ୨୧,୦୦୦ (୨୦,୬୮୬.୮୦) ଅଙ୍କର ନିକଟବର୍ତ୍ତୀ ହୋଇଛି। ଅପରପକ୍ଷରେ ସୋମବାର ଶେୟାର ବଜାରର କାରବାର ଶେଷ ସୁଦ୍ଧା ନିଫ୍ଟି ରେକର୍ଡ (୨୧୦୦୦ ଅଙ୍କ) ସ୍ତରରେ ପହଞ୍ଚତ୍ଛି। ସେହିଭଳି ନିଫ୍ଟିର ବ୍ୟାଙ୍କି କ୍ଷେତ୍ର ସହିତ ସ୍ମଲ କ୍ୟାପ ଓ ମିଡକ୍ୟାପର ଫଳାଫଳ ମଧ୍ୟ ବେଶ ଉତ୍ସାହଜନକ ରହିଛି। ବିଶେଷ କରି ସୋମବାର ନିଫ୍ଟି ସ୍ମଲ କ୍ୟାପ ୧୧୩.୩୫ (୧.୭୨%) ପଏଣ୍ଟ ବଢି ୬୬୯୮.୫୦ ଅଙ୍କରେ ପହଞ୍ଚତ୍ଥିବାବେଳେ ନିଫ୍ଟି ମିଡକ୍ୟାପ ୫୩୬.୨୦ (୧.୨୪%) ପଏଣ୍ଟ ବୃଦ୍ଧି ଘଟି ୪୩,୯୧୮.୬୦ଅଙ୍କରେ ରହିଛି। ସେହିପରି ନିଫ୍ଟି ବ୍ୟାଙ୍କିଙ୍ଗ (ବ୍ୟାଙ୍କ) ୧୬୧୭.୨୦ (୩.୬୧%) ପଏଣ୍ଟ ବୃଦ୍ଧି ଘଟି ୪୬,୪୩୧.୪୦ ଅଙ୍କରେ ପହଞ୍ଚତ୍ଛି। ଅପରପକ୍ଷରେ ନିଫ୍ଟିର ସେକ୍ଟରାଲ କାରବାରରେ ପରିବର୍ତ୍ତନ ହୋଇଥିବାବେଳେ ବ୍ୟାଙ୍କିଙ୍ଗ, ଆଇଟି, ପିଏସୟୁଗୁଡିକର ଶେୟାର ସର୍ବାଧିକ ଲାଭ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri