ଏକଦା ପ୍ରେମିକାଙ୍କୁ ଚେନ୍‌ରେ ବାନ୍ଧି ବୁଲାଉଥିଲେ ଏହି ବ୍ୟକ୍ତି: ଏବେ ୬ ପ୍ରେମିକା ଏକା ସାଙ୍ଗରେ ଗର୍ଭବତୀକୁ ନେଇ ଚର୍ଚ୍ଚାରେ

ନାଇଜେରିଆର ଜଣେ ବ୍ୟକ୍ତିଙ୍କୁ ଏକ ପାର୍ଟିରେ ୬ ଗର୍ଭବତୀଙ୍କ ସହ ଏକତ୍ର ଦେଖିବାକୁ ମିଳିଥିଲା। ସମସ୍ତ ଗର୍ଭବତୀ ମହିଳା ଏକାପରି ପୋଷାକ ପିନ୍ଧିଥିଲେ। ହେଲେ ଆଶ୍ଚର୍ଯ୍ୟର କଥା ହେଲେ ଏହି ସମସ୍ତ ମହିଳା ଜଣେ ବ୍ୟକ୍ତିଙ୍କ ପିଲାର ମା’ ହେବାକୁ ଯାଉଛନ୍ତି। ଏହା ଜଣାପଡିବା ପରେ ସେମାନଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଯେଉଁ ବ୍ୟକ୍ତିଙ୍କ ୬ ପ୍ରେମିକା ଏକତ୍ର ଗର୍ଭବତୀ ହୋଇଛନ୍ତି ତାଙ୍କର ଅତିତ ବହୁତ ବଦନାମ୍‌ ଥିଲା।
ଏହି ବ୍ୟକ୍ତିଜଣଙ୍କ ହେଲେ ପ୍ରିଟି ମାଇକ୍‌। ସେ ନାଇଜେରିଆର ଲେଗୋସରେ ଥିବା ଏକ ନାଇଟ୍‌ କ୍ଲବର ମାଲିକ। ମାଇକ ନାଇଜେରିଆର ଏକ ବିବାହ ଉତ୍ସବରେ ତାଙ୍କର ୬ ଗର୍ଭବତୀ ପ୍ରେମିକାଙ୍କ ସହ ପହଞ୍ଚିଥିଲେ। ସମସ୍ତ ଗର୍ଭବତୀ ଏକାପରି ପୋଷାକ ପିନ୍ଧିଥିଲେ। ତେବେ ୨୦୧୭ରେ ମାଇକ ଏକ ବିବାହ ଉତ୍ସବରେ ନିଜର ପ୍ରେମିକାଙ୍କୁ କୁକୁର ବନ୍ଧା ଚେନ୍‌ରେ ବାନ୍ଧି ବୁଲାଉଥିଲେ। ଏଥିପାଇଁ ପୋଲିସ ତାଙ୍କୁ ଗିରଫ କରିଥିଲା। ପରେ ସେ ଏପରି କାମ କେବେହେଲେ କରିବେ ନାହିଁ ବୋଲି କହିଥିଲେ। ଏବେ ନିଜର ୬ ପ୍ରେମିକା ଏକାଠି ଗର୍ଭବତୀ ହେବାକୁ ନେଇ ସେ ପୁଣିଥରେ ଚର୍ଚ୍ଚାରେ ରହିଛନ୍ତି। ଏହି ସମସ୍ତ ମହିଳା ଭଉଣୀ-ଭଉଣୀ ପରି ଚଳନ୍ତି। ସେମାନଙ୍କର ପରସ୍ପର ସହ କୌଣସି ଅଭିଯୋଗ ନାହିଁ ବୋଲି ମାଇକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri