ଓଡ଼ିଶାର ଏହି ଜିଲାରୁ ହଟିଲା ନାଇଟ କର୍ଫ୍ୟୁ

ନବରଙ୍ଗପୁର,୨୮।୩(ବି.ପ୍ର.): କରୋନା ସଂକ୍ରମଣର ଦ୍ୱିତୀୟ ଲହର ବ୍ୟାପିବା ଆଶଙ୍କା କରି ଗତ ୨୫ତାରିଖରୁ ନବରଙ୍ଗପୁର ଜିଲାରେ ନାଇଟ କର୍ଫ୍ୟୁ ଜାରି ହୋଇଥିଲା। ଏହା ସହ ଜିଲା ପ୍ରଶାସନ କିଛି କଟକଣା ମଧ୍ୟ ଲାଗୁ କରିଥିଲେ। ମାତ୍ର ନବରଙ୍ଗପୁରରେ କରୋନା ପଜିଟିଭଙ୍କ ସଂଖ୍ୟା କମି ଥିବାରୁ ନାଇଟ କର୍ଫ୍ୟୁ ସହ ସମସ୍ତ କଟକଣାକୁ ହଟାଇ ଦିଆଯାଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଏକ ବିଜ୍ଞପ୍ତିରେ ପ୍ରକାଶ ପାଇଛି। ଗତ ୨୫ ତାରିଖରୁ ଜିଲାରେ ରାତିି ୮ ଟାରୁ ସକାଳ ୬ ଟା ପର୍ଯ୍ୟନ୍ତ ରାତ୍ରିକାଳୀନ କର୍ଫ୍ୟୁ ଜାରି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋପରେ ନିଜାମୁଦ୍ଦିନରୁ ଫେରନ୍ତା ଚିହ୍ନଟ

ଗୋପ,୧।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ଚର୍ଚ୍ଚାରେ ରହିଆସୁଥିବା ନିଜାମୁଦ୍ଦିନ ଧର୍ମସଭାରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ କେତେଜଣ ବ୍ୟକ୍ତି ଯୋଗଦେଇଥିଲେ। ଇତିମଧ୍ୟରେ ଗୋପର ୨ଜଣ ବ୍ୟକ୍ତି...

ଏସ୍‌ଏଚ୍‌ଜି ଜମାରାଶି ଧରି ଚମ୍ପଟ

ଜଳେଶ୍ୱର, ୨୯।୧୨(ସ୍ବ.ପ୍ର.)-ସରକାର ସ୍ବୟଂ ସହାୟକ ଗୋଷ୍ଠୀ (ଏସଏଚଜି)ଙ୍କୁ ଋଣ ପ୍ରଦାନ କରି ସେମାନଙ୍କର ଆର୍ଥତ୍କ ମାନଦଣ୍ଡର ବିକାଶ ଲାଗି ଚେଷ୍ଟା କରୁଥିବା ବେଳେ କେତେକ ଅସାଧୁ...

କେରଳରୁ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଲେ ୧୦୭୪ ପ୍ରବାସୀ

ରାୟଗଡ଼ା ଅଫିସ,୭।୬: କେରଳରେ କାମ କରୁଥିବା ପ୍ରବାସୀ ଶ୍ରମିକ ସତନ୍ତ୍ର ଟ୍ରେନ ଯୋଗେ ଫେରିଛନ୍ତି। ୧୦୭୪ ଜଣ ପ୍ରବାସୀ ଶ୍ରମିକ କେରଳର ଆଲ୍ଲେପି ସମ୍ବଲପୁର ଟ୍ରେନରେ...

ଚେକିଂ ଆଳରେ ମହିଳାଙ୍କଠାରୁ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ଭବାନୀପାଟଣା୧୩।୭(ଡି.ଏନ୍‌.ଏ.): ଶ୍ରୀ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଅବସରରେ ଭବାନୀପାଟଣା ସହର ଚଳଚଞ୍ଚଳ ଥିଲା ବେଳେ ସ୍ଥାନୀୟ ଜଗନ୍ନାଥ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିବା ଜଣେ ମହିଳାଙ୍କ...

କଣ୍ଟେନର ଓଲଟି ୨୨ ଗୋରୁ ମୃତ

ଜଳେଶ୍ୱର, ୧୬।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନାଞ୍ଚଳ ମଧ୍ୟ ଦେଇ ଯାଇଥିବା ୬୦ ନଂ. ଜାତୀୟ ରାଜପଥରେ ଗୋରୁ ମାଫିଆମାନେ ପ୍ରତ୍ୟହ ଶହଶହ କଣ୍ଟେନର, ଟ୍ରକ ଏବଂ...

ସିଟି ହସ୍‌ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ, ୨।୨- ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍‌ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜିଲା ଯୋଜନା...

ପ୍ରାଥମିକ ଶିକ୍ଷକଙ୍କ ନାମରେ ୨ଟି ଦୁଇ ମହଲା କୋଠା, ମାର୍କେଟ କମ୍ପ୍ଲେକ୍ସ

ଅମରପାଲି,୩।୩: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଜଣେ ଶିକ୍ଷକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ସେ ହେଲେ ସେ ବୀରମହାରାଜପୁର ବ୍ଳକ ପଥରଘାଟ ୟୁପି ସ୍କୁଲରେ...

‘ପଖାଳ’ ପ୍ରତିଟି ଓଡ଼ିଆଙ୍କ ପସନ୍ଦ

ବାରିପଦା ଅଫିସ,୨୦ା୩ (ରଞ୍ଜନ କୁମାର ପଧାନ)- ରୋଷେଇ ଘରର ୪ କାନ୍ଥରେ ଅଟକି ଯାଇନି ପଖାଳ ଭାତ। ଓଡ଼ିଆ ଲୋକଙ୍କ ଅତି ଆପଣାର ପ୍ରିୟ ଖାଦ୍ୟ...

Advertisement


Archives

Model This Week