Posted inଜାତୀୟ

୨୮ରୁ ମହାରାଷ୍ଟ୍ରରେ ନାଇଟ୍‌ କର୍ଫ୍ୟୁ

ମୁମ୍ବାଇ,୨୬।୩ : ମହାରାଷ୍ଟ୍ରରେ ରବିବାର ଠାରୁ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଥରେ ବଢ଼ିବାରୁ ନିଆଯାଇଛି ଏଭଳି ନିଷ୍ପତ୍ତି। ଶପିଂ ମଲ ସକାଳ ୭ଟାରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ଏହି ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି।

ରାଜ୍ୟବାସୀ କୋଭିଡ୍‌-୧୯ ନିୟମ ନ ମାନିଲେ ଆହୁରି କଠୋର କଟକଣା ଲାଗୁ କରାଯିବ ବୋଲି ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଠାକରେ। କୌଣସି ଜିଲାରେ ଲକ୍‌ଡାଉନର ଆବଶ୍ୟକତା ହେଲେ ଜିଲା ମୁଖ୍ୟ ନିଷ୍ପତ୍ତି ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଭିଏମ୍‌ ଭୋଟିଂ ପ୍ରସ୍ତାବକୁ ବିରୋଧ

ନୂଆଦିଲ୍ଲୀ,୧୫।୧: ନିର୍ବାଚନ କମିଶନ (ଇସି)ଙ୍କ ରିମୋଟ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଆର୍‌ଭିଏମ୍‌) ପ୍ରସ୍ତାବକୁ ବିରୋଧୀ ଦଳ ବିରୋଧ କରିବାକୁ ନିଷ୍ପତ୍ତି ନେଇଥିବା ବରିଷ୍ଠ କଂଗ୍ରେସ ନେତା...

୧୦ ବର୍ଷ ପରେ ବନ୍ଦ ଘରୁ ଉଦ୍ଧାର

ଅହମଦାବାଦ୍‌, ୨୯ା୧୨: ଗୁଜରାଟର ରାଜକୋଟରେ ଏକ ଘରେ ୧୦ ବର୍ଷ ଧରି ବନ୍ଦ ରହିଥିବା ୩ ଭଉଣୀଭାଇଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ନାମ ଅମରେଶ(୪୨), ଭବେଶ(୩୯)...

ରାମ ମନ୍ଦିର ଖୋଲିବା ନେଇ ତାରିଖ ଘୋଷଣା କଲେ ଶାହା

ନୂଆଦିଲ୍ଲୀ,୫।୧: ଅଯୋଧ୍ୟା ରାମମନ୍ଦିର ୨୦୨୪ ଜାନୁୟାରୀ ୧ରେ ଉଦ୍‌ଘାଟନ ହେବ। ତ୍ରିପୁରାରେ ଏକ ରାଲିକୁ ସମ୍ବୋଧନ କରିବା ଅବସରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଏନେଇ...

ଆଜି ମଣିପୁରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ

ଇମ୍ଫାଲ,୫ା୩(ପି.ଟି.): ମଣିପୁର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଶନିବାର ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୬ ଜିଲାର ୨୨ ଆସନରେ ମତଦାନ ହେବ।...

ସ୍ଥାୟୀଭାବେ ଘରେ ରହି କାମ କରିବାକୁ ଅନୁମତି ଦେଲା ଏହି କମ୍ପାନୀ!

ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ୱର ଅଧିକାଂଶ କମ୍ପାନୀ ତା’ର କର୍ମଚାରୀଙ୍କୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା ଯୋଗାଇ ଦେଇଛି। ଏମିତିକି ଗୁଗଲ...

ମଦ କିଣିବାକୁ ଦୁଇ ଦିନରେ ଦିଲ୍ଲୀ ସରକାର ଦେଇଛନ୍ତି ୪ ଲକ୍ଷରୁ ଊର୍ଦ୍ଧ୍ୱ ଇ-ଟୋକନ

ନୂଆଦିଲ୍ଲୀ,୯।୫: କରୋନା ଭାଇରସକୁ ନେଇ ଦେଶରେ ମେ’ ୪ ତାରିଖରୁ ଲକ୍‌ଡାଉନ ୩.୦ ଜାରି କରାଯାଇଛି। ମେ’ ୧୭ ପର୍ଯ୍ୟନ୍ତ ଏହା ଲାଗୁ କରାଯିବାକୁ ଥିବା...

ତେଲେଙ୍ଗାନା କଂଗ୍ରେସରେ ବିଦ୍ରୋହ

ହାଇଦ୍ରାବାଦ,୭ା୬ (ଆଇଏଏନ୍‌ଏସ୍‌):ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଗୁରୁବାର ତେଲେଙ୍ଗାନାରେ ଦଳକୁ ବଡ଼ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସ ନେତୃତ୍ୱ ପ୍ରତି ଅସନ୍ତୁଷ୍ଟ ୧୨...

ସିଏଏ, ଏନ୍‌ପିଆର୍‌, ଏନ୍‌ଆର୍‌ସିକୁ ଦୃଢ଼ ସମର୍ଥନ: ରାଷ୍ଟ୍ରପତିଙ୍କୁ ୧୫୪ ବିଶିଷ୍ଟ ବ୍ୟକ୍ତିଙ୍କ ପତ୍ର

ନୂଆଦିଲ୍ଲୀ,୧୮ା୨ (ପି.ଟି.): କେନ୍ଦ୍ର ସରକାରଙ୍କ ସିଏଏ, ଏନ୍‌ପିଆର୍‌ ଓ ଏନ୍‌ଆର୍‌ସିକୁ ଅନେକ ସ୍ଥାନରେ ବିରୋଧ କରାଯାଇ ବିକ୍ଷୋଭ ଜାରି ରହିଥିବାବେଳେ ସୋମବାର ୧୫୪ ବିଶିଷ୍ଟ ନାଗରିକ...

Advertisement
Archives

Model This Week