ରାଜଧାନୀରେ ନାଇଟ୍‌ କର୍ଫ୍ୟୁ

ନୂଆଦିଲ୍ଲୀ,୬।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେରିଓ୍ବାଲ ରାଜଧାନୀରେ ନାଇଟ୍‌ କର୍ଫ୍ୟୁ ଜାରି ଲାଗି ନିର୍ଦ୍ଦେଶ ଦେଇଛନ୍ତି। ରାତ୍ର ୧୦ରୁ ଭୋର୍‌ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। କର୍ଫ୍ୟୁ ମଙ୍ଗଳବାର ରାତ୍ରରୁ ଆରମ୍ଭ ହେବ। ଏହା ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ଜାରି ରହିବ। ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ପ୍ରସ୍ତାବକୁ ଲ୍ୟୁଟନାଟ୍‌ ଗଭର୍ନର ଅନୀଲ ବୈଜାଲ ମଞ୍ଜୁରୀ ଦେବାପରେ କର୍ଫ୍ୟୁ ଲାଗୁ ହେବା ନେଇ ଘୋଷଣା କରାଯାଇଛି। ନାଇଟ୍‌ କର୍ଫ୍ୟୁ ସମୟରେ ଜରୁରୀକାଳୀନ ସେବାଗୁଡ଼ିକ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବା ପରେ ଏମିତି କହିଲେ ଅଭିନେତା ମିଥୁନ

କୋଲକାତା,୭।୩ : ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଛନ୍ତି ଭେଟେରାନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ। କୁର୍ତ୍ତା, କ୍ୟାପ ଓ ସନ ଗ୍ଲାସ...

ଆଇଟିବିପିର ୨୦ ଯବାନଙ୍କୁ ଦିଆଗଲା କରୋନା ଟିକା

ନୂଆଦିଲ୍ଲୀ,୧୬ ।୧: କରୋନା ମହାମାରୀକୁ ନେଇ ଭାରତରେ ବିଶ୍ୱର ସବୁଠାରୁ ବଡ ଟିକାକରଣ କାର୍ଯ୍ୟକ୍ରମ ଶନିବାର ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର...

ଧାରଣାରେ ବସିଥିବା ଆର୍‌ଏଲ୍‌ଏସ୍‌ପି ଅଧ୍ୟକ୍ଷଙ୍କ ବିଗଡ଼ିଲା ସ୍ବାସ୍ଥ୍ୟାବସ୍ଥା

ପାଟନା,୨୭।୧୧: ବିହାରରେ ଶିକ୍ଷା ବ୍ୟବସ୍ଥାର ଖରାପ୍‌ ସ୍ଥିତିକୁ ନେଇ ଆମରଣ ଅନଶନରେ ବସିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଷ୍ଟ୍ରୀୟ ଲୋକ ସମତା ପାର୍ଟି(ଆର୍‌ଏଲ୍‌ଏସ୍‌ପି)ର ଅଧ୍ୟକ୍ଷ ଉପେନ୍ଦ୍ର...

କ୍ୟାବିନେଟ୍‌ ମନ୍ତ୍ରୀଭାବେ ଶପଥ ନେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫(ବ୍ୟୁରୋ)-ଭାଜପା ନେତା ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଧର୍ମେନ୍ଦ୍ରଙ୍କୁ ପଦ ଓ...

ଖପ୍ରାଖୋଲରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଖପ୍ରାଖୋଲ, ୨୨ା୪(ଡି.ଏନ.ଏ): ଲକ୍‌ ଡାଉନ ସମୟରେ ଲୋକେ ପଦାକୁ ବାହାରୁ ନ ଥିବାବେଳେ ଉତ୍ପାଦିତ ପନିପରିବା ଠିକରେ ବିକ୍ରି ହୋଇ ପାରୁ ନାହିଁ। ଲୋକଙ୍କୁ ପରିବା...

CORONAVIRUS UPDATE: ବରଗଡ଼କୁ ଛୁଇଁଲା କରୋନା, ସୁବାସ ନଗରକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ପ୍ରଶାସନ

ବରଗଡ଼ ଅଫିସ୍,୨୪।୫- ବରଗଡ଼ ଜିଲାକୁ କରୋନା(କୋଭିଡ୍-୧୯) ଭୂତାଣୁ ପ୍ରବେଶ କରିଛି । ବରଗଡ଼ ସହରସ୍ଥିତ ୱାର୍ଡ଼ ନଂ -୧୪ ସୁବାସ ନଗରର ଜଣେ ବାସିନ୍ଦା ଏଥିରେ...

ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ମୁଜଫରନଗର, ୨୦।୫: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଚାଞ୍ଜଲ୍ୟକର ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ପିଟପିଟି ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟାର ୧୫...

କରୋନା ସଂକ୍ରମଣ: ବାଦୁଡ଼ିଠାରୁ ବଜ୍ରକାପ୍ତା; ଏବେ ମନୁଷ୍ୟ ସମାଜରେ ମହାମାରୀ !

ଲଣ୍ଡନ,୨୫।୩: କରୋନା ସଂକ୍ରମଣ କିଭଳି ମନୁଷ୍ୟଠାରେ ହେଲା ସେ ନେଇ ଏବେ ସାରା ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ବୈଜ୍ଞାନିକମାନେ ଅନୁମାନ କରୁଛନ୍ତି ଯେ, ଚାଇନାରେ...

Advertisement

BGU

Archives

Model This Week

Why Dharitri