ପୁଣି ଓଡ଼ିଶାକୁ ଫେରିଲା ନାଇଟ୍‌ କର୍ଫ୍ୟୁ

ମାଲକାନଗିରି,୨୨।୩(ଡି.ଏନ୍‌.ଏ.): ପୁଣି କରୋନା ଚିନ୍ତା ବଢ଼ାଇ ଦେଇଛି। ଏହାକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ସ୍ଥାନରେ ନାଇଟ କର୍ଫ୍ୟୁ ଓ ଲକ୍‌ଡାଉନ ଲାଗୁ କରାଯାଉଛି। ନାଇଟ କର୍ଫ୍ୟୁ ବର୍ତ୍ତମାନ ଓଡ଼ିଶାକୁ ଫେରିଛି। ମାଲକାନଗିରି ଜିଲାରେ ନାଇଟ କର୍ଫ୍ୟୁ ଘୋଷଣା କରାଯାଇଛି। ଏ ନେଇ ମାଲକାନଗିରି ଜିଲାପାଳ ସୂଚନା ଦେଇଛନ୍ତି। ଆସନ୍ତା ୨୩ ତାରିଖରୁ ୩୧ ପର୍ଯ୍ୟନ୍ତ ହେବାକୁ ଥିବା ରାତ୍ର କର୍ଫ୍ୟୁ ଲାଗି ଜିଲା ପ୍ରଶାସନ ତରଫରୁ ନିୟମ କଡ଼ାକଡ଼ି କରାଯାଇଛି। ନାଇଟ କର୍ଫ୍ୟୁ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ଲାଗୁ ହେବ। ମାର୍ଚ୍ଚ ୩୧ ତାରିଖ ରାତି ୧୧. ୫୯ ମିନିଟ ପର୍ଯ୍ୟନ୍ତ ଏହି କର୍ଫ୍ୟୁ ଜାରି ରହିବ। କର୍ଫ୍ୟୁ ସମୟରେ ସର୍ବସାଧାରଣ ସ୍ଥାନରେ ଦୋଳ ଓ ହୋଲି ପାଳନକୁ ବାରଣ କରାଯାଇଛି। କୋଭିଡ ଗାଇଡଲାଇନ ସହ ୫୦ଜଣଙ୍କୁ ନେଇ ଦୋଳ ମେଳଣ ହେବ। ସେହିପରି ସର୍ବସାଧାରଣ ସ୍ଥାନରେ ସର୍ବାଧିକ ୨ଶହ ଲୋକଙ୍କୁ ନେଇ ଏହି ଯାତ୍ରା ସମାପ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନୀ ମାନୁନାହାନ୍ତି ୧୪୪ ଧାରା

ଫୁଲବାଣୀ ଅଫିସ, ୧୯ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ମଙ୍ଗଳବାରଠାରୁ ଧାରା ୧୪୪ ଜାରି କରିଛି। ପ୍ରଚାର ଗାଡିରେ ମାଇକ...

ଲାଞ୍ଚ ନେଇ ଧରାପଡ଼ିଲେ ତହସିଲଦାର

ବାରିପଦା ଅଫିସ,୮ା୭: ମୟୂରଭଞ୍ଜ ଜିଲା ରରୁଆଁ ତହସିଲଦାର ସତ୍ୟ ସୁନ୍ଦର ରାଉତ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଏକ ଘରବାଡ଼ି ପଟ୍ଟା କରାଇ...

ପଞ୍ଚଭୂତରେ ବିଲୀନ ହେଲେ ଶାନ୍ତି ଦେବୀ

ଗୁଣପୁର,(ଡି.ଏନ୍‌.ଏ.)/ରାୟଗଡ଼ା ଅଫିସ, ୧୮।୧: ଭୂଦାନ ଆନ୍ଦୋଳନର ଅନ୍ୟତମ ପୁରୋଧା ତଥା ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୮୮ବର୍ଷ...

ଜଗତସିଂହପୁରରେ ‘ଅମ୍ଫନ୍‌’ ପ୍ରଭାବ: ଭାଙ୍ଗିଲା କଚ୍ଚା ଘର, ବିଦ୍ୟୁତ୍‌ ସେବା ଠପ୍‌; ଗଛ ଉପୁଡ଼ି ଗମନାଗମନ ବାଧାପ୍ରାପ୍ତ

ଜଗତସିଂହପୁର ଅଫିସ, ୨୦।୫: ବାତ୍ୟା ଅମ୍ଫନକୁ ନେଇ ଲୋକଙ୍କ ମଧ୍ୟରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଥିଲା l ସୌଭାଗ୍ୟବଶତଃ ବାତ୍ୟା ଟଳି ଯାଇଥିବାବେଳେ କୌଣସି...

ସହରରେ ଏରାଗୁଲା ଗ୍ୟାଙ୍ଗ୍‌ ସକ୍ରିୟ

ଅନୁଗୋଳ ଅଫିସ, ୧୧ା୧୧: ଅନୁଗୋଳ ଥାନା ଅଞ୍ଚଳରେ ବଢ଼ୁଛି ଲୁଟ୍‌ପାଟ। କିଛିଦିନ ହେଲା ସହରରେ ସକ୍ରିୟ ରହିଛନ୍ତି ଏରାଗୁଲା ଗ୍ୟାଙ୍ଗ। ସ୍ପଷ୍ଟ ଦିବାଲୋକରେ ସେମାନେ ନାନା...

ଦୁର୍ଘଟଣାରେ ଗୁରୁତରଙ୍କୁ ସହାୟତାର ହାତ ବଢ଼ାଇଥିବା ଯୁବକଙ୍କୁ ସମ୍ବର୍ଦ୍ଧିତ କଲା ପାଟଣାଗଡ଼ ପୋଲିସ

ପାଟଣାଗଡ଼,୨୦।୩ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ଦ୍ୱାରା ନିଃସ୍ବାର୍ଥପର ସେବା ପାଇଁ ଶୁକ୍ରବାର ଜଣେ ଯୁବକଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ହେଉଥିବା ଭଲ ମଣିଷ...

ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା

ସଜନାଗଡ଼, ୨୫।୧(ଡି.ଏନ.ଏ.)-ନୀଳଗିରି ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ନୀଳଗିରି ଜେଲ୍‌ରୋଡ଼ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ପ୍ରକଳ୍ପସ୍ତରୀୟ ପରିଚାଳନା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ବୈଠକରେ ସ୍ଥାନୀୟ...

ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନ: ଲୋକ ସଭାରେ ଉଠିଲା ଡିଭିଜନ ମାନ୍ୟତା ଦାବି

ଯାଜପୁର ଅଫିସ,୫ା୧୨: ଲୋକ ସଭାର ଚଳିତ ଶୀତ ଅଧିବେଶନରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ବୁଧବାର ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନକୁ ସ୍ବତନ୍ତ୍ର ରେଳ ଡିଭିଜନ ମାନ୍ୟତା ଦେବାକୁ...

Advertisement
Archives

Model This Week