ବରଗଡ଼ରେ ନାଇଟ୍‌ କର୍ଫ୍ୟୁ

ବରଗଡ଼ ଅଫିସ୍‌,୫।୪: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ଗତ ମାର୍ଚ୍ଚ ପହିଲାରୁ ଏପର୍ଯ୍ୟନ୍ତ ଜିଲାରେ ୩୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସୋମବାର ରାତି ୧୦ଟାରୁ ବରଗଡ଼ ଜିଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ କରାଯାଇଛି। ଏ ନେଇ ବରଗଡ଼ ଉପଜିଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏନେଇ ଜିଲାରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ ହେବ। ଜରୁରୀକାଳୀନ ସେବାକୁ ଏଥିରୁ ବାଦ ଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଏହି ଅବଧିରେ ଗୋଟିଏ ସ୍ଥାନରେ ୫ରୁ ଅଧିକ ଲୋକ ଏକତ୍ରିତ ହୋଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri