ଆରପାରିରେ ‘ଖଇରୀ’ର ପାଳିତା ମା’

କଟକ ଅଫିସ/ବାରିପଦା ଅଫିସ , ୩୦ା୧୨: ଶିମିଳିପାଳ ଅଭୟାରଣ୍ୟର ବାଘୁଣୀ ‘ଖଇରୀ’କୁ ପାଳିପୋଷି ବଡ଼ କରିଥିବା ନୀହାର ନଳିନୀ ସ୍ବାଇଁ(୮୮)ଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ଜୀବଜନ୍ତୁ ପ୍ରେମୀ ତଥା ଖଇରୀର ପାଳିତା ମା’ ଭାବେ ନଳିନୀ ବେଶ୍‌ ପରିଚିତ ଥିଲେ। ସ୍ବାମୀ ସରୋଜ ରାଜ ଚୌଧୁରୀଙ୍କ ବିୟୋଗ ପରେ ସେ କଟକ ସିଦ୍ଧେଶ୍ୱର ସାହିସ୍ଥିତ ବୃଦ୍ଧାଶ୍ରମରେ ଦୀର୍ଘବର୍ଷ ଧରି ରହୁଥିଲେ।
୧୯୭୪ରେ ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ପ୍ରକଳ୍ପର ତତ୍କାଳୀନ ନିର୍ଦ୍ଦେଶକ ସରୋଜ ରାୟ ଚୌଧୂରୀ ସ୍ତ୍ରୀ ନୀହାର ନଳିନୀଙ୍କ ସହ ବୁଲୁଥିବାବେଳେ ଖଇରା ନଦୀକୂଳରୁ ଏକ ବାଘ ଛୁଆ ପାଇ ଘରକୁ ଆଣିଥିଲେ। ଦୀର୍ଘ ୭ବର୍ଷ ଧରି ସରୋଜ ଏବଂ ନଳିନୀ ନିଜ ପିଲା ଭଳି ତାହାର ଲାଳନ ପାଳନ କରିଥିଲେ। ଖଇରା ନଦୀ କୁଳରୁ ବାଘକୁ ଉଦ୍ଧାର କରାଯାଇଥିବାରୁ ଏହାର ନଁା ଖଇରୀ ରଖିଥିଲେ। ଘର ଅଗଣାରେ ରହୁଥିବା ଏହି ବାଘକୁ ଦେଖିବା ପାଇଁ ଆଖପାଖ ଗ୍ରାମରୁ ଲୋକେ ଆସୁଥିଲେ। ୧୯୮୧ରେ ଏକ ପାଗଳା କୁକୁର କାମୁଡ଼ାରେ ଖଇରୀର ମୃତ୍ୟୁ ଘଟିଥିଲା। ଖଇରୀର ମୃତ୍ୟୁ ପରେ ଦୁଃଖରେ ମ୍ରିୟମାଣ ସରୋଜଙ୍କ ସେହି ବର୍ଷ ପରଲୋକ ଘଟିଥିଲା। ସ୍ବାମୀଙ୍କୁ ହରାଇବା ପରେ ନଳିନୀ ବୃଦ୍ଧାଶ୍ରମକୁ ଚାଲିଆସିଥିଲେ। ସେମାନଙ୍କର କୌଣସି ପିଲାଛୁଆ ନ ଥିଲା। ବୃଦ୍ଧାଶ୍ରମରେ ରହିବାବେଳେ ନଳିନୀ ଖଇରୀକୁ ସବୁବେଳେ ମନେ ପକାଉଥିଲେ। ମଙ୍ଗଳବାର ସେ ଖାଇସାରି ଶୋଇବାକୁ ଯାଇଥିଲେ। ଏହାପରେ ସେ ଆଉ ଉଠି ନ ଥିଲେ। ଖବରପାଇ ଡାକ୍ତର ସେଠାରେ ପହଞ୍ଚତ୍ ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri