Odisha Elections 2024

ଅତାବିରା ଆସନ ନାମାଙ୍କନ ଭରିଲେ ନିହାର ରଞ୍ଜନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସକୁ ପହଞ୍ଚି ଥିଲେ। ସେଠାରେ ସେ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ରଙ୍କୁ ପ୍ରାର୍ଥୀପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା...

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି...

ନିର୍ବାଚନ ଆସିଲେ ଭାଜପା ନେତା ଆସନ୍ତି: ପାଣ୍ଡିଆନ

ବଲାଙ୍ଗୀର/ସଇଁନ୍ତଲା,୧୭ା୫ (ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ଟିଟିଲାଗଡ ନିର୍ବାଚନମଣ୍ଡଳୀର ସଇଁତଲା, କଣ୍ଟାବାଞ୍ଜି...

ସହରରୁ ଉଜୁଡ଼ିଗଲା ସବୁଜିମା

ନବରଙ୍ଗପୁର,୧୭।୫(ସଦାଶିବ ପ୍ରହରାଜ): ଜାତୀୟ ରାଜପଥ କଡ଼ରୁ କଟିଲା ଅତି ପୁରୁଣା ବିରାଟକାୟ ଗଛ। ନବରଙ୍ଗପୁର ସହର ଅସ୍ଥାୟୀ ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ମଧ୍ୟ ଗଛ...

ଆଦିବାସୀଙ୍କୁ ମିଳୁନି ମହୁଲର ଉଚିତ ମୂଲ୍ୟ

ରାୟଗଡ଼ା,୧୭।୫(ଆଶିଷ ରଞ୍ଜନ ପଣ୍ଡା): ଜଙ୍ଗଲଜାତ ଦ୍ରବ୍ୟ ମହୁଲ ପାଇଁ ରାୟଗଡ଼ା ଜିଲାର ରହିଛି ସ୍ବତନ୍ତ୍ର ପରିଚୟ। ହେଲେ ମହୁଲ କ୍ରୟ ଉପରେ କୌଣସି ବିଭାଗର ନିୟନ୍ତ୍ରଣ...

ଦାଦନ ରୋକିବାକୁ ପ୍ରୟାସ କରିବି: ଗୋକୁଳାନନ୍ଦ

ବ୍ରହ୍ମପୁର,୧୭ା୫(ଅଶୋକ କୁମାର ସାହୁ):: ଆସିକା ସଂସଦୀୟ କ୍ଷେତ୍ର ଅଧୀନ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୯ଜଣ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଓ ଭାଜପା ପୁରୁଣା...

କଂଗ୍ରେସ ବିଧାୟକ ପ୍ରାର୍ଥୀ ଗିରଫ

ବ୍ରହ୍ମପୁର,୧୭ା୫(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀଙ୍କୁ...

ଆଜି ଢେଙ୍କାନାଳ-ଅନୁଗୋଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୋଳ,୧୭।୫ (ଅମିତ କୁମାର ସାମଲ)/ ଢେଙ୍କାନାଳ (ରତନ ନାୟାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୭ ତାରିଖ ଶୁକ୍ରବାର ଢେଙ୍କନାଳ ଓ ଅନୁଗୋଳ ଗସ୍ତରେ ଆସି ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri