Posted inଜାତୀୟ

କଂଗ୍ରେସ ଏଏପି କଳିରେ ଭାଜପାକୁ ଲାଭ!

ନୂଆଦିଲ୍ଲୀ,୨୦।୮: ଲୋକସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଧୀରେ ଧୀରେ ଇଣ୍ଡିଆ ମେଣ୍ଟରେ ଫାଟ ଦେଖିବାକୁ ମିଳୁଛି। କଂଗ୍ରେସ ୨୪ ନିର୍ବାଚନରେ ଦିଲ୍ଲୀରେ ଏକା ଲଢିବା ନେଇ ଘୋଷଣା କରିବା ପରେ ଆମ ଆଦମୀ ପାର୍ଟି ଓ କଂଗ୍ରେସ ଭିତରେ ମତଭେଦ ଦେଖିବାକୁ ମିଳିଛି। ତେବେ ଏହାକୁ ନେଇ ଭାଜପା ଇଣ୍ଡିଆ ମେଣ୍ଟକୁ କଟାକ୍ଷ କରିଛି। ଦିନକ ପୂର୍ବରୁ ଗଂଗ୍ରେସ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଟାର୍ଗେଟ କରିବା ସହ ପୂର୍ବ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷୀତଙ୍କ ନେତୃତ୍ୱ ନିଜ ସହ ତୁଳନା କରିବାକୁ ଚ୍ୟାଲେଞ୍ଜ କରିଥିଲା। ତେବେ ଏନେଇ ଜାତୀୟ ମୁଖପାତ୍ର ଶେହଜାଦ ପୁନାୱାଲା ଏକ୍ସ (ପୂର୍ବରୁ ଟ୍ବିଟର)ରେ କହିଛନ୍ତି, ବିବାହ କରିବା ପୂର୍ବରୁ ତିନ ତଲାକ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri