Posted inଖେଳ

ଇତିହାସ ରଚିଲେ ନିଖତ

ନୂଆଦିଲ୍ଲୀ,୨୦।୫: ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ଥାଇଲ୍ୟାଣ୍ଡର ଜିତପୋଙ୍ଗ ଜୁତାମସ୍‌ଙ୍କୁ ପରାସ୍ତ କରି ଭାରତୀୟ ବକ୍ସର ନିଖତ ଜରିନ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ୫୨ କିଲୋଗ୍ରାମ ଓଜନ ବର୍ଗରେ ଥାଇଲ୍ୟାଣ୍ଡର ଖେଳାଳିଙ୍କୁ ୫-୦ରେ ପରାସ୍ତ କରିଥିଲେ। ସେ ବିଶ୍ୱ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଜିତିବାରେ ଭାରତର ପଞ୍ଚମ ମହିଳା ବକ୍ସର ହୋଇଛନ୍ତି। ତାଙ୍କ ପୂର୍ବରୁ ଏମସି ମେରୀକମ, ସରିତା ଦେବୀ, ଜେନି ଆରଏଲ ଏବଂ ଲେଖା ସି ମଧ୍ୟ ଏହି କୀର୍ତ୍ତିମାନ କରିଛନ୍ତି।
ଏହା ପୂର୍ବରୁ ସେ ୫୨ କିଲୋଗ୍ରାମ ବର୍ଗର ସେମିଫାଇନାଲ ମ୍ୟାଚରେ ବ୍ରାଜିଲର କାରୋଲିନ ଡି ଆଲମାଇଡାକୁ ୫-୦ରେ ପରାସ୍ତ କରିଥିଲେ। ନିଖତଙ୍କ ବ୍ୟତୀତ ଅନ୍ୟ ଦୁଇଜଣ ଭାରତୀୟ ବକ୍ସର ମନୀଷା ମୋନ (୫୭ କିଲୋଗ୍ରାମ) ଏବଂ ଡେବ୍ୟୁଣ୍ଟ ପରବୀନ ହୁଦା (୬୩ କିଲୋଗ୍ରାମ)ଙ୍କୁ ବ୍ରୋଞ୍ଜ ପଦକ ସହିତ ସନ୍ତୁଷ୍ଟ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri