Posted inଖେଳ

ଇତିହାସ ରଚିଲେ ନିଖତ

ନୂଆଦିଲ୍ଲୀ,୨୦।୫: ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ଥାଇଲ୍ୟାଣ୍ଡର ଜିତପୋଙ୍ଗ ଜୁତାମସ୍‌ଙ୍କୁ ପରାସ୍ତ କରି ଭାରତୀୟ ବକ୍ସର ନିଖତ ଜରିନ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ୫୨ କିଲୋଗ୍ରାମ ଓଜନ ବର୍ଗରେ ଥାଇଲ୍ୟାଣ୍ଡର ଖେଳାଳିଙ୍କୁ ୫-୦ରେ ପରାସ୍ତ କରିଥିଲେ। ସେ ବିଶ୍ୱ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଜିତିବାରେ ଭାରତର ପଞ୍ଚମ ମହିଳା ବକ୍ସର ହୋଇଛନ୍ତି। ତାଙ୍କ ପୂର୍ବରୁ ଏମସି ମେରୀକମ, ସରିତା ଦେବୀ, ଜେନି ଆରଏଲ ଏବଂ ଲେଖା ସି ମଧ୍ୟ ଏହି କୀର୍ତ୍ତିମାନ କରିଛନ୍ତି।
ଏହା ପୂର୍ବରୁ ସେ ୫୨ କିଲୋଗ୍ରାମ ବର୍ଗର ସେମିଫାଇନାଲ ମ୍ୟାଚରେ ବ୍ରାଜିଲର କାରୋଲିନ ଡି ଆଲମାଇଡାକୁ ୫-୦ରେ ପରାସ୍ତ କରିଥିଲେ। ନିଖତଙ୍କ ବ୍ୟତୀତ ଅନ୍ୟ ଦୁଇଜଣ ଭାରତୀୟ ବକ୍ସର ମନୀଷା ମୋନ (୫୭ କିଲୋଗ୍ରାମ) ଏବଂ ଡେବ୍ୟୁଣ୍ଟ ପରବୀନ ହୁଦା (୬୩ କିଲୋଗ୍ରାମ)ଙ୍କୁ ବ୍ରୋଞ୍ଜ ପଦକ ସହିତ ସନ୍ତୁଷ୍ଟ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି।…

ଶିଶୁ ଓ ସୋସିଆଲ ମିଡିଆ

ଡିଜିଟାଲ ଯୁଗରେ ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ଶିଶୁ ଓ କିଶୋରଙ୍କ ଉପରେ ଅତ୍ୟଧିକ ମାତ୍ରାରେ ପଡ଼ୁଥିବାରୁ ନିର୍ଦ୍ଦିଷ୍ଟ ବୟସ ବର୍ଗ ପାଇଁ…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri