ନିଖିଲ ପୱନ୍ କଲ୍ୟାଣ ଯାଜପୁର ନୂଆ ଜିଲାପାଳ

ଭୁବନେଶ୍ୱର,୩।୪: ଯାଜପୁର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି ୨୦୧୨ ବ୍ୟାଚ୍ ଆଇଏଏସ ଅଧିକାରୀ ନିଖିଲ ପୱନ୍ କଲ୍ୟାଣ। ସେ ବର୍ତମାନ ଗ୍ରାମୀଣ ବିକାଶ ବିଭାଗର ନିର୍ଦ୍ଦେଶକ ଅଛନ୍ତି। ଫେବୃଆରୀ ମାସରେ ରାଉରକେଲା ମୁନିସିପାଲିଟି କମିଶନର ଶୁଭଙ୍କର ମହାପାତ୍ରଙ୍କୁ ଯାଜପୁର ଜିଲାପାଳ ଭାବେ ନିଯୁକ୍ତ କରାଯାଇଥିଲା। ନିର୍ବାଚନ ପୂର୍ବରୁ ନିର୍ବାଚନ ଆୟୋଗଙ୍କ ନିର୍ଦେଶ କ୍ରମେ ଏହି ଅଦଳବଦଳ କରାଯାଇଛି।

ପୂର୍ବରୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶରେ କଟକ ଜିଲାପାଳ ବିନିତ ଭରଦ୍ବାଜ, ଜଗତସିଂହପୁର ଜିଲାପାଳ ପାରୁଲ ପଟୱାରୀଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଅନୁଗୋଳ ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁଶେଖର ମିଶ୍ର, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ସରବଣା ବିବେକ, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଯୁଗଳ କିଶୋର ବନୋଥ, ରାଉରକେଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର, ସୁନ୍ଦରଗ ଆରକ୍ଷୀ ଅଧୀକ୍ଷକ କହଁର ବିଶାଲ ସିଂହଙ୍କୁ ବଦଳି କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

ଏହା ପୂର୍ବରୁ ଢେଙ୍କାନାଳ ଜିଲ୍ଲାପାଳ, ଦେବଗଡ଼ ଓ କଟକ ଗ୍ରାମୀଣ ଏସପିଙ୍କ ମଧ୍ଯ ବଦଳି ନିର୍ଦେଶ ଦେଇଥିଲେ ନିର୍ବାଚନ ଆୟୋଗ। ସେହିପରି ୪ଟି ରାଜ୍ୟରେ କିଛି ଅଣକ୍ୟାଡର ଅଧିକାରୀଙ୍କୁ ବଦଳ କରାଯାଇଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri