ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି ମହାବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି। ସେ ସାର୍ଟିଫିକେଟ ଇନ ଫିନଟେକ ଆଣ୍ଡ ଇନସୁରଟେକ କାର୍ଯ୍ୟକ୍ରମର କୋହୋର୍ଟ-୨ରେ ଜଣେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଛାତ୍ରୀ ଭାବେ ମନୋନୀତ ହୋଇଛନ୍ତି। ଏହି ସଫଳତା ସ୍ବରୂପ ତାଙ୍କୁ ସିଙ୍ଗାପୁର ଫିନଟେକ ଫେଷ୍ଟିଭାଲ- ୨୦୨୬ରେ ଯୋଗଦେବା ପାଇଁ ଏକ ସମ୍ପୂର୍ଣ୍ଣ ପ୍ରାୟୋଜିତ ଯାତ୍ରାର ସୁଯୋଗ ମିଳିଛି । ନିକିତାଙ୍କ ଏହି ହୃଦୟସ୍ପର୍ଶୀ ଏବଂ ଗୁରୁତ୍ୱପୂର୍ଣ୍ଣ ସଫଳତାରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଦିଗମ୍ବର ଚାନ୍ଦ, ନୋଡାଲ ଅଫିସର ଡ. ତୁଷାରକାନ୍ତ ସାହୁ ଏବଂ ରବୀନ୍ଦ୍ର କୁମାର ନାଏକଙ୍କ ସମେତ ସମସ୍ତ ପ୍ରାଧ୍ୟାପିକା, ପ୍ରାଧ୍ୟାପକ, ଅଧ୍ୟାପିକା ଓ ଅଧ୍ୟାପକମାନେ ଆନନ୍ଦ ପ୍ରକାଶ କରିବା ସହ ତାଙ୍କୁ ଭୂୟସୀ ପ୍ରଶଂସା ଓ ଅଭିନନ୍ଦନ ଜଣାଇଛନ୍ତି। ତାଙ୍କର ଏହି ସଫଳତା ଅଞ୍ଚଳର ଅନ୍ୟ ଛାତ୍ରୀଛାତ୍ରଙ୍କୁ ମଧ୍ୟ ପ୍ରେରଣା ଆଣିବ ବୋଲି ଆଶା କରାଯାଉଛି ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?