ମରାଠୀରେ ଡେବ୍ୟୁ କରିବେ ନିକିତା, ଏହି ଫିଲ୍ମରେ ଆସିବେ ନଜର

ମୁମ୍ବାଇ: ଅଭିନେତ୍ରୀ ନିକିତା ଦତ୍ତଙ୍କୁ ‘ଦ ବିଗ ବୁଲ’ ଏବଂ ‘କବୀର ସିଂ’ ଭଳି ବଲିଉଡ ଫିଲ୍ମରେ ଦେଖିବାକୁ ମିଳିଥିଲା। ଏବେ ସେ ମରାଠୀ ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଫିଲ୍ମ ‘ଘରତ ଗଣପତି’ରେ ନଜର ଆସିବେ। ଯାହାକୁ ନେଇ ଏବେ ସେ ଚର୍ଚ୍ଚାରେ। ଫିଲ୍ମର ଶୁଟିଂ ଡିସେମ୍ବରରେ ହେବ। ନବଜୋତ ବାନ୍ଦିୱାଡେକର ଏହି ଫିଲ୍ମକୁ ନିର୍ଦ୍ଦେଶନା ଦେଇଛନ୍ତି।
ଜି ଷ୍ଟୁଡିଓ ଦ୍ୱାରା ନିର୍ମିତ ବୋସ୍କୋ ଲେସଲି ମାର୍ଟିସଙ୍କ ନିର୍ଦ୍ଦେଶିତ ଏକ କମେଡି ଫିଲ୍ମ ‘ରକେଟ ଗ୍ୟାଙ୍ଗ’ ଶୁକ୍ରବାର ରିଲିଜ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri