ବାଇଡେନ୍‌ଙ୍କ ନିଦ ହଜାଇଦେଲେ ନିକ୍କି ହାଲି

କଲମ୍ବିଆ,୨୩।୫: : ନଭେମ୍ବର ୨୦୨୪ରେ ହେବାକୁ ଥିବା ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ରିପବ୍ଲିକାନ ପାର୍ଟି ପକ୍ଷରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରତିଦ୍ୱନ୍ଦ୍ୱୀ ବର୍ତ୍ତମାନ ତାଙ୍କ ସମର୍ଥନରେ ଆସିଛନ୍ତି। ଏହା ଆମେରିକାର ରାଷ୍ଟ୍ରପତି ଡୋ ବାଇଡେନଙ୍କ ଟେନସନକୁ ବୃଦ୍ଧି କରିଛି। ନିକ୍କି ହାଲି ସମର୍ଥନରେ ଆସିବା ସହିତ ଟ୍ରମ୍ପଙ୍କ ବିଜୟ ସମ୍ଭାବନା ଆହୁରି ବଢିଛି। ନିକ୍କି ହାଲି କହିଛନ୍ତି, ମୁଁ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭୋଟ ଦେବେ। ତାଙ୍କର ଏହି ଘୋଷଣା ଜୋ ବାଇଡେନଙ୍କ ନିଦ ହଜାଇ ଦେଇଛି।
ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରମ୍ପଙ୍କ ସହ ନିକ୍କି ହାଲିଙ୍କ କ୍ରୋଧର ସୁଯୋଗ ନେବାକୁ ବାଇଡେନ ହାଲିଙ୍କ ସମର୍ଥକଙ୍କୁ ନିଜ ପଟକୁ ନେବାକୁ ଚେଷ୍ଟା କରିଥିଲେ। ବାଇଡେନ ଆଶା କରିଥିଲେ ଯେ ହାଲିଙ୍କ ସମର୍ଥକମାନେ ତାଙ୍କୁ ଭୋଟ ଦେଇପାରନ୍ତି। କିନ୍ତୁ ବର୍ତ୍ତମାନ ନିକ୍କି ହାଲିଙ୍କ ଏହି ଘୋଷଣା ତାଙ୍କୁ ଅସୁବିଧାରେ ପକାଇଛି।
ୱାଶିଂଟନ୍‌ର ହଡସନ ଇନଷ୍ଟିଚ୍ୟୁଟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମିଳିତ ଜାତିସଂଘରେ ଆମେରିକାର ପୂର୍ବତନ ରାଷ୍ଟ୍ରଦୂତ ହାଲି କହିଛନ୍ତି, ମୁଁ ଟ୍ରମ୍ପଙ୍କୁ ଭୋଟ ଦେବି। ମୋର ନିଲମ୍ବନ ଭାଷଣରେ ମୁଁ ଯାହା କହିଥିଲି, ତାହା ଉପରେ କାଏମ ରହିଛି।

ନିକ୍କି ହାଲି କହିଛନ୍ତି, ମୁଁ ଭାବୁଛି ଟ୍ରମ୍ପ ମୋତେ ଭୋଟ ଦେଇଥିବା ଏବଂ ମୋତେ ସମର୍ଥନ କରିବା ଜାରି ରଖିଥିବା ଲକ୍ଷ ଲକ୍ଷ ଲୋକଙ୍କ ନିକଟରେ ପହଞ୍ଚିବେ। ନିର୍ବାଚନ ପ୍ରଚାର ସମୟରେ ହାଲି ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଟ୍ରମ୍ପଙ୍କୁ ମାସେ ଧରି ତୀବ୍ର ସମାଲୋଚନା କରିଥିଲେ, କିନ୍ତୁ ବର୍ତ୍ତମାନ ସେ ଟ୍ରମ୍ପଙ୍କୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇଡେନଙ୍କ ପରେ କମଲାଙ୍କୁ ସମର୍ଥନ କଲେ ଓବାମା-ମିଶେଲ; ଟ୍ରମ୍ପଙ୍କ ଅଡୁଆ ବଢ଼ିଲା…

ଓ୍ବାଶିଂଟନ,୨୬।୭: ଆମେରିକା ରାଷ୍ଟ୍ରପତି ପଦ ଲାଗି କମଲା ହାରିସଙ୍କ ପ୍ରାର୍ଥୀତ୍ୱ ମଜଭୂତ ହେବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା...

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା...

ଭାରତ ଉପରେ ରାଗିଗଲା ଆମେରିକା: ପରେ ଭାରତ ଦେଲା କଡ଼ା ଜବାବ

ଓ୍ବାଶିଂଟନ,୨୬।୭: ନିକଟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ମଧ୍ୟ ଭେଟିଥିଲେ। ତେବେ ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ମୋଦିଙ୍କ...

ଏହି କାମ କରିବାକୁ ଶପଥ ନେଲେ କମଲା ହାରିସ

ଓ୍ବାଶିଂଟନ,୨୬।୭: ହମାସ ସହିତ ଯୁଦ୍ଧ ମଧ୍ୟରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକାରେ ପହଞ୍ଚିଛନ୍ତି। ସେ ଏଠାରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା...

ପୁଅ ପାଇଁ କନ୍ୟା ଦେଖିବାକୁ ଯାଇଥିଲେ ବାପା: ଘରକୁ ଆସି ଦେଖିଲାବେଳକୁ ପାଦ ତଳୁ ଖସିଗଲା ମାଟି

ଢାକା,୨୫।୭: ବାଂଲାଦେଶରେ ସଂରକ୍ଷଣକୁ ନେଇ ହିଂସାତ୍ମକ ପ୍ରତିବାଦରେ ୧୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ କିଛି ଲୋକ ଅଛନ୍ତି, ଯାହାଙ୍କ ମୃତଦେହକୁ ଚିହ୍ନିବା କଷ୍ଟକର।...

ରାଷ୍ଟ୍ରପତି ପାଇଁ ଯୋଗ୍ୟ ନୁହଁନ୍ତି କମଲା ହାରିସ: ଟ୍ରମ୍ପ

ଓ୍ବାଶିଂଟନ୍‌,୨୫।୭: ରାଷ୍ଟ୍ରପତି ନିର୍ବାଚନକୁ ନେଇ ଆମେରିକାରେ ରାଜନୈତିକ ତାପମାତ୍ରା ବୃଦ୍ଧି ପାଇଛି। ନେତାଙ୍କ ପରସ୍ପର ଉପରେ ରାଜନୈତିକ ଆକ୍ରମଣ ମଧ୍ୟ ତୀବ୍ର ହୋଇଛି। ଏହି ସମୟରେ...

ମାଳଦ୍ୱୀପକୁ ବଡ଼ ଝଟ୍‌କା ଦେଲା ଭାରତ

ନୂଆଦିଲ୍ଲୀ,୨୫।୭: ୨୦୨୪ ବଜେଟରେ ମାଳଦ୍ୱୀପକୁ ଦିଆଯାଇଥିବା ଅନୁଦାନ ସହାୟତା ରାଶିରେ ଭାରତ ସରକାର ଏକ ବଡ଼ ହ୍ରାସ କରିଛନ୍ତି। ଏହା ପରେ ମୁଇଜୁଙ୍କ ଦେଶ ଭାରତରୁ...

ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ କେତେ ଟଙ୍କା ମିଳେ କ୍ଷତିପୂରଣ, ଜାଣିଲେ…

କାଠମାଣ୍ଡୁ/ନୂଆଦିଲ୍ଲୀ ,୨୪ା୭: ସୌର୍ଯ୍ୟ ଏୟାରଲାଇନ୍ସର ୯ଏନ୍‌-ଏଏମ୍‌ଇ (ସିଆରଜେ- ୨୦୦) ବିମାନ ଭାରତର ପଡ଼ୋଶୀ ଦେଶ ନେପାଳର ରାଜଧାନୀ କାଠମାଣ୍ଡୁର ତ୍ରିଭୂବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୁର୍ଘଟଣାର ଶିକାର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri