ପ୍ରଥମ ବିଜୟ ହାସଲ କଲେ ନିକ୍କି ହାଲି: ଟ୍ରମ୍ପଙ୍କୁ କଲେ ପରାସ୍ତ

ଓ୍ବାଶିଂଟନ୍‌,୪।୩: ରିପବ୍ଲିକାନ ପ୍ରାଥମିକ ନିର୍ବାଚନରେ ନିକ୍କି ହାଲି ତାଙ୍କର ପ୍ରଥମ ବିଜୟ ହାସଲ କରିଛନ୍ତି। କଲମ୍ବିଆରେ ଅନୁଷ୍ଠିତ ପ୍ରାଥମିକ ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପରାସ୍ତ କରି ନିକ୍କି ହାଲି ୨୦୨୪ର ପ୍ରଥମ ବିଜୟ ହାସଲ କରିଥିଲେ। ମଙ୍ଗଳବାର ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ନିର୍ବାଚନ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ଏଥିରେ ନିକ୍କି ହେଲି ଅନେକ ପ୍ରତିନିଧିଙ୍କ ସମର୍ଥନ ପାଇବେ ବୋଲି ଆଶା କରାଯାଉଛି। ଆମେରିକାର ଇତିହାସରେ ନିକ୍କି ହାଲି ପ୍ରଥମ ମହିଳା ହୋଇଛନ୍ତି, ଯିଏକି ରିପବ୍ଲିକାନ ପ୍ରାଥମିକ ନିର୍ବାଚନରେ ଜିତିଛନ୍ତି।
ଏପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ପ୍ରାଥମିକ ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଏକପାଖିଆ ବିଜୟୀ ହୋଇଛନ୍ତି। ତେବେ କଲମ୍ବିଆରେ ତାଙ୍କୁ ଝଟ୍‌କା ଲାଗିଥିଲା। ଏହା ସତ୍ତ୍ୱେ ଆମେରିକାର ରାଷ୍ଟ୍ରପତି ପଦ ପାଇଁ ଟ୍ରମ୍ପଙ୍କ ଦାବି ସବୁଠାରୁ ଶକ୍ତିଶାଳୀ। ମଙ୍ଗଳବାର ୧୬ଟି ରାଜ୍ୟରେ ପ୍ରାଥମିକ ର୍ନିବାଚନ ଅନୁଷ୍ଠିତ ହେବ। ଏହି ଦିନ ଟ୍ରମ୍ପ ଏବଂ ନିକ୍କି ହାଲିଙ୍କ ମଧ୍ୟରେ ପ୍ରତିଯୋଗିତାର ପରିସ୍ଥିତି ସ୍ପଷ୍ଟ ହୋଇପାରେ। ଅନେକ ପରାଜୟ ସତ୍ତ୍ୱେ ନିକ୍କି ହାଲି ରାଷ୍ଟ୍ରପତି ନିର୍ବାଚନରୁ ଓହରିଯିବାକୁ ମନା କରିଦେଇଥିଲେ। ବର୍ତ୍ତମାନ ପ୍ରଥମ ବିଜୟ ନିଶ୍ଚିତ ଭାବରେ ତାଙ୍କ ଅଭିଯାନ ଦଳକୁ ନୂତନ ଶକ୍ତି ଦେବ। କଲମ୍ବିଆର ସମସ୍ତ ୧୯ ପ୍ରତିନିଧୀଙ୍କ ସମର୍ଥନ ନିକ୍କି ହାଲି ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri