ନିକନ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୯।୧୧: ନିକନ୍‌ ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ବହୁ ପ୍ରତୀକ୍ଷିତ ତଥା ନୂତନ ଉତ୍ପାଦ ‘ନିକନ୍‌ ଜେଡ୍‌ ଏଫ୍‌’କୁ ନିକଟରେ ଉନ୍ମୋଚନ ସହ ଓଡ଼ିଶା ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ନିକନ୍‌ ଇଣ୍ଡିଆ ମିରର ଲେସ୍‌ କ୍ୟାମେରା ଲାଇନ ଅପରେ ଏହି ହାଇବ୍ରିଡ କ୍ୟାମେରା ଆଣିଛି, ଯାହା ଭିଡିଓଗ୍ରାଫି ଏବଂ ଫଟୋଗ୍ରାଫି କଳାକୁ ରୁଦ୍ଧିମନ୍ତ କରାଇବାକୁ ସକ୍ଷମ ହେବ। ଏପରିକି ଇମେଜିଙ୍ଗ ଲ୍ୟାଣ୍ଡସ୍କେପକୁ ବୈପ୍ଳବିକ କରିବା ପାଇଁ, ନିକନ୍‌ ଜେଡ୍‌ ଏଫ୍‌ ଏକ ଫୁଲ ଫ୍ରେମ ସେନ୍ସର, ଏକ୍ସପିଡ୍‌ ୭ ଇମେଜ ପ୍ରୋସେସିଂ ଇଞ୍ଜିନ ଏବଂ ଟପ-ଟାୟାର୍‌ ସ୍ପେସିଫିକେଶନ ସହିତ ସଜ୍ଜିତ ହୋଇଛି, ଯାହା ନିକନ୍‌ ମିରର ଲେସ୍‌ ଫ୍ଲାଗଶିପ ଉତ୍ପାଦ ନିକନ୍‌ ଜେଡ୍‌ ୯ ଏବଂ ଜେଡ୍‌ ୮ ସହିତ ସମତୁଲ୍ୟ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ଆଲୋକପାତ କରାଯାଇଛି। ଚଳିତ ବର୍ଷ ପାର୍ବଣର ଆନନ୍ଦ ଏବଂ ଏକତାକୁ ପାଳନ କରିବା ପାଇଁ ନିକନ୍‌ ଇଣ୍ଡିଆ ଦିୱାଲି ଅବସରରେ ‘ଦିୱାଲି କେ ପଲ୍‌, ନିକନ କେ ସଙ୍ଗ୍‌’ ନାମକ ଏକ ଇମର୍ସିଭ ଫେଷ୍ଟିଭାଲ ଅଭିଯାନ ଆରମ୍ଭ କରାଯାଇଛି। ନିକନ୍‌ ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ସଜନ କୁମାର କହିଥିଲେ, ପୋଟ୍ରେଟ ଇମ୍ପ୍ରେସନ ବାଲାନ୍ସ, ସ୍କିନ୍‌ ସଫ୍ଟେନିଙ୍ଗ ଏବଂ ଆଡଭାନ୍ସ ଅଟୋ ଫୋକସ ପରି ଏଆଇ ଚାଳିତ ବୈଶିଷ୍ଟ୍ୟ ସହିତ ସଜ୍ଜିତ ଏହି କ୍ୟାମେରା ସବୁ ବର୍ଗଙ୍କ ପାଇଁ ବେଶ୍‌ ସହାୟକ ହେବ। ବିଶେଷ କରି ଏହାକୁ ବିବାହ ଏବଂ ବନ୍ୟଜନ୍ତୁ ଫଟୋଗ୍ରାଫି ପାଇଁ ସହଜ କରିଥାଏ। ଏପରିକି ନିକନ୍‌ ଜେଡ୍‌ ଏଫ୍‌ର ଉନ୍ମୋଚନ ସହିତ ଆମେ ଏକ ଶକ୍ତିଶାଳୀ ସାଧନ ଓଡ଼ିଶାରେ ଫଟୋଗ୍ରାଫରମାନଙ୍କୁ ଯୋଗାଇବାକୁ ଲକ୍ଷ୍ୟ ରଖିଛୁ, ଏହା ଏକ ପାରମ୍ପରିକ ବିବାହର ଜଟିଳ ବିବରଣୀ କିମ୍ବା ନିକଟସ୍ଥ ବନ୍ୟପ୍ରାଣୀ ଅଭୟାରଣ୍ୟର ସୌନ୍ଦର୍ଯ୍ୟକୁ କ୍ୟାପଚର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri