ନିକୁଞ୍ଜ ବିହାରୀ ଧଳ ହେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ହେଲେ ନିକୁଞ୍ଜ ବିହାରୀ ଧଳ ।  ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀଙ୍କୁ ଶୁକ୍ରବାର ବଦଳି କରାଯାଛି। ତାଙ୍କ ସ୍ଥାନରେ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଦାୟିତ୍ୱ ଦିଆଯାଇଛି।  ନିକୁଞ୍ଜ ୧୯୯୩ ବ୍ୟାଚ ଆଇଏଏସ୍‌ ଅଧିକାରୀ।
ସେହିପରି ସୁଶିଲ ଲୋହାନୀଙ୍କୁ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହାସହ ସେ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ମଧ୍ୟ ରହିଛନ୍ତି। ସତ୍ୟବ୍ରତ ସାହୁଙ୍କୁ ଏସ୍‌ଆର୍‌ସିର ଅତିରିକ୍ତ ଦାୟିତ୍ୱ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?