ନିକୁଞ୍ଜ ଧଳ ହେଲେ ନୂଆ ଏସ୍‌ଆର୍‌ସି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ନିକୁଞ୍ଜ ବିହାରୀ ଧଳଙ୍କୁ ଓଡ଼ିଶାର ନୂତନ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତେବେ ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ଭାବେ ନୂଆ ନିଯୁକ୍ତି ପାଇବା ପରେ ନିକୁଞ୍ଜଙ୍କୁ ଏସ୍‌ଆର୍‌ସି ଦାୟିତ୍ୱ ଦିଆଯାଇଛି।

ଆଇଏଏସ୍‌ ଅଫିସର  ନିକୁଞ୍ଜ ଏବେ ଶକ୍ତି ଓ ଅବକାରୀ ବିଭାଗ ସଚିବ ଅଛନ୍ତି। ଏଥିସହିତ ସେ ଗ୍ରୀଡକୋ ଓ ଓଡ଼ିଶା ଷ୍ଟେଟ ବେଭେରେଜ୍‌ କର୍ପୋରେସନ୍‌ର ଅଧ୍ୟକ୍ଷ ମଧ୍ୟ ଅଛନ୍ତି। ଏବେ ନୂତନ ଦାୟିତ୍ୱ ମିଳିଥିଲେ ହେଁ ସେ ପୂର୍ବରୁ ତାଙ୍କ ପାଖରେ ଥିବା ସମସ୍ତ ଦାୟିତ୍ୱ ତୁଲାଇବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପଡ଼ୋଶୀଙ୍କ ବାରଣ୍ଡାରେ ଆଶ୍ରୟ ନେଲେ ବୃଦ୍ଧ ଦମ୍ପତି

କୋଟଗଡ଼, ୧୨। ୯(ଡି.ଏନ୍‌.ଏ.): ସରକାରଙ୍କ ତରଫରୁ ବାସହୀନଙ୍କୁ ଗୃହ ଯୋଗାଇ ଦେବା ଉଦ୍ଦେଶ୍ୟରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ କନ୍ଧମାଳ ଜିଲା କୋଟଗଡ ବ୍ଳକ...

ସବୁ ଜିଲାପାଳମାନଙ୍କୁ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳମାନଙ୍କୁ ଆଲର୍ଟ କରାଯାଇଛି।...

ଝାରସୁଗୁଡ଼ା ବିମାନ ବନ୍ଦରରେ କାର୍ଯ୍ୟକ୍ଷମ ହେଲା ଅତ୍ୟାଧୁନିକ ବ୍ୟବସ୍ଥା

ଝାରସୁଗୁଡ଼ା ଅଫିସ,୧୪ା୭: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରେ ପ୍ରତିକୂଳ ପାଗରେ ବିମାନ ଅବତରଣ କରିବାରେ ସମସ୍ୟା ଦେଖାଦେଉଥିଲା। ଏ ନେଇ ଅନେକ ସମୟରେ...

ମନ୍ଦିରରେ ଗହଳି ନିୟନ୍ତ୍ରଣ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୧୬।୧୧- ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲଠାରେ ସୋମବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଜିଲା କୋଭିଡ୍‌ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ...

ଫସଲ ବୀମା ପ୍ରଦାନ ଦାବି: ଉପ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଧର୍ମଗଡ,୧୭।୭(ଡି.ଏନ.ଏ.): ଫସଲ ବୀମା ପ୍ରଦାନ ଦାବିରେ ଚାଷୀମାନେ ବୁଧବାର ଧର୍ମଗଡ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଆଗାମୀ ୭ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ...

ରାଜ୍ୟରେ ସ୍ବପ୍ନ ଦେଖୁଛି ଭାଜପା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇଛି। ଏବେ ନିର୍ବାଚନ ଫଳାଫଳକୁ ନେଇ ଚାଲିଛି ଅଙ୍କକଷା। ଫଳାଫଳ କ’ଣ ହେବ ସେକଥା ଚିନ୍ତା କରି ରାଜ୍ୟଠାରୁ...

ଅର୍ଚ୍ଚନାଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ। ଗତ ଶୁକ୍ରବାର ଅର୍ଚ୍ଚନା ଜାମିନ ଆବେଦନ କରିଥିଲେ।...

ବୈତରଣୀରେ ବନ୍ୟା ବିପଦ

ଭୁବନେଶ୍ୱର,(ବ୍ୟୁରୋ)/ ଭଣ୍ଡାରିପୋଖରୀ (ଡି.ଏନ୍‌.ଏ.)/ ଆନନ୍ଦପୁର(ସ୍ବ.ପ୍ର.)/ଯାଜପୁର ଅଫିସ,୨୮/୫:ବାତ୍ୟା ‘ୟାସ୍‌’ କ୍ଷତ ଭରି ନ ଥିବା ବେଳେ ବନ୍ୟା ବିପତ୍ତି ଦୁର୍ଦ୍ଦଶାକୁ ଆହୁରି ବଢ଼ାଇବା ଆଶଙ୍କା ସୃଷ୍ଟି କରିଛି।...

Advertisement
Archives

Model This Week