ଆଜି ରତ୍ନ ସିଂହାସନକୁ ବିଜେ କରିବେ ଚତୂର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ । ଚତୂର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନରେ ବିଜେ କରିବେ। ତିନି ଠାକୁରଙ୍କ ଗୋଟି ପହଣ୍ଡି ସନ୍ଧ୍ୟାରେ ଅନୁଷ୍ଠିତ ହେବ। ହେଲେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନ ନେଇ ତିନି ଭାଇ ଭଉଣୀ ଗୁଣ୍ଡିଚା ଯାତ୍ରା କରିଥିବାରୁ ଅଭିମାନ କରିଛନ୍ତି ମହାଲକ୍ଷ୍ମୀ । ଏନେଇ ଶ୍ରୀମନ୍ଦିର ପ୍ରବେଶ ବେଳେ ଜଗନ୍ନାଥଙ୍କ ବାଟ ଓଗାଳିବେ ମା’ ଲକ୍ଷ୍ମୀ । ଅଭିମାନରେ ଜୟବିଜୟ ଦ୍ୱାର ବନ୍ଦ କରିଦେବା ପରେ ସେଠାରେ ଜଗନ୍ନାଥ ଓ ମହାଲକ୍ଷ୍ମୀଙ୍କ ପକ୍ଷରୁ ବଚନିକା ଅନୁଷ୍ଠିତ ହେବ । ପରେ ଜଗନ୍ନାଥ ରସଗୋଲା ଖୁଆଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri