ଆଜି ରତ୍ନ ସିଂହାସନକୁ ବିଜେ କରିବେ ଚତୂର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ । ଚତୂର୍ଦ୍ଧାମୂର୍ତ୍ତି ଶ୍ରୀମନ୍ଦିର ରତ୍ନ ସିଂହାସନରେ ବିଜେ କରିବେ। ତିନି ଠାକୁରଙ୍କ ଗୋଟି ପହଣ୍ଡି ସନ୍ଧ୍ୟାରେ ଅନୁଷ୍ଠିତ ହେବ। ହେଲେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ନ ନେଇ ତିନି ଭାଇ ଭଉଣୀ ଗୁଣ୍ଡିଚା ଯାତ୍ରା କରିଥିବାରୁ ଅଭିମାନ କରିଛନ୍ତି ମହାଲକ୍ଷ୍ମୀ । ଏନେଇ ଶ୍ରୀମନ୍ଦିର ପ୍ରବେଶ ବେଳେ ଜଗନ୍ନାଥଙ୍କ ବାଟ ଓଗାଳିବେ ମା’ ଲକ୍ଷ୍ମୀ । ଅଭିମାନରେ ଜୟବିଜୟ ଦ୍ୱାର ବନ୍ଦ କରିଦେବା ପରେ ସେଠାରେ ଜଗନ୍ନାଥ ଓ ମହାଲକ୍ଷ୍ମୀଙ୍କ ପକ୍ଷରୁ ବଚନିକା ଅନୁଷ୍ଠିତ ହେବ । ପରେ ଜଗନ୍ନାଥ ରସଗୋଲା ଖୁଆଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri