ରସଗୋଲା ଦେଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ ମହାପ୍ରଭୁ

ପୁରୀ ଅଫିସ,୨୩।୭: ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ନୀତି ସମ୍ପନ୍ନ ହୋଇଛି। ଏଥିସହ ଘୋଷଯାତ୍ରାର ଅନ୍ତିମ ପର୍ବ ସରିଛି। ଶୁକ୍ରବାର ତିନିଠାକୁର ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିଛନ୍ତି। ନୀଳକନ୍ଦରକୁ ବାହୁଡ଼ା ବେଳେ ସିଂହଦ୍ୱାର ଓ ଜୟବିଜୟ ଦ୍ୱାର ନିକଟରେ କାଳିଆ ଠାକୁରଙ୍କୁ ଅଭିମାନିନୀ ମା’ ଲକ୍ଷ୍ମୀ ଠାକୁରାଣୀ ଅଟକାଇଥିଲେ। କାଳିଆ ଠାକୁର ରସଗୋଲା ଦେଇ ତାଙ୍କ ମାନ ଭଞ୍ଜନ କରିଥିଲେ।
ରଥାରୂଢ଼ ଦିଅଁଙ୍କ ସକାଳ ଧୂପ ନୀତି ପୂର୍ବାହ୍ନ ୧୦ଟା ୧୦ରେ ସମ୍ପାଦିତ ହୋଇଥିଲା। ମଇଲମ ଓ ମହାସ୍ନାନ ୧୦ରୁ ୧୦ଟା ୧୫, ସର୍ବାଙ୍ଗ ବେଶ ୧୦ଟା ୫ରୁ ୧୦ଟା ୪୫, ମଧ୍ୟାହ୍ନ ଧୂପ ୧୧ଟାରୁ ୧୧ଟା ୫୦, ସନ୍ଧ୍ୟା ଆଳତି ୧୧ଟା ୪୦ରୁ ୧୨ଟା ୫ ଏବଂ ଅପରାହ୍ନ ୧ଟାରେ ସନ୍ଧ୍ୟାଧୂପ ସରିଥିଲା। ଏହାପରେ ଚାରବନ୍ଧା କାର୍ଯ୍ୟ ୧ଟା ୫ରେ ଆରମ୍ଭ ହୋଇ ୩ଟା ୫୦ରେ ଶେଷ ହୋଇଥିଲା। ଧୂପ ଶେଷ ପରେ କାହାଳୀ ଓ ଘଣ୍ଟନାଦରେ ପହଣ୍ଡି ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri