ପିଡି ଦାୟିତ୍ୱ ନେଲେ ନୀଳମାଧବ

ଛତ୍ରପୁର,୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ନଗର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ (ପିଡି) ଭାବେ ନୀଳମାଧବ ଭୋଇ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ଦାୟିତ୍ୱ ସୂଚାରୁ ରୂପେ ତୁଲାଇ ଆସିଥିଲେ। ସେ ୨୦୦୦ ବ୍ୟାଚ୍‌ର ଓଏଏସ୍‌ ଅଧିକାରୀ ଅଟନ୍ତି । ପ୍ରଥମେ ରାୟଗଡ଼ା ଜିଲା ବିଷମକଟକରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ ଆରମ୍ଭ କରିଥିବା ବେଳେ ଅନୁଗୋଳ ଜିଲା ବଅଁରପାଳ ତହସିଲଦାର, କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା ତହସିଲଦାର ଏବଂ ଗଞ୍ଜାମ ଜିଲାର ଛତ୍ରପୁରଠାରେ ତହସିଲଦାର ଓ ଛତ୍ରପୁର ଉପଜିଲାପାଳ ଭାବେ ଦାୟିତ୍ୱ ତୁଲାଇ ଆସିଥିଲେ। ଦାୟିତ୍ୱ ଗ୍ରହଣ କଲା ପରେ ଗଞ୍ଜାମ ଜିଲାପାଳଙ୍କ ତତ୍ୱାବଧାନରେ ସହରାଞ୍ଚଳରେ ସ୍ବଚ୍ଛ, ସୁନ୍ଦର ଓ ପରିଷ୍କାର ବାତାବରଣରେ ସମସ୍ତ କାର୍ଯ୍ୟ ସମ୍ପାଦନ କରିବା ଦିଗରେ ଅଧିକ ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri