ଲେଖାଶ୍ରୀ ନା ସନ୍ତୋଷ, କାହା ଉପରେ ଭରସା କରିବ ବିଜେଡି, ଚର୍ଚ୍ଚାରେ ଏହି ନାଁ…

ଭୁବନେଶ୍ୱର, ୧୦।୪: ପ୍ରଥମ ପର୍ଯ୍ୟାୟ ର୍ନିବାଚନକୁ ମାତ୍ର ୭ ଦିନ ସମୟ ରହିଛି। ହେଲେ ଏପର୍ଯ୍ୟନ୍ତ ସମସ୍ତ ଦଳ ନିଜର ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରିନାହିଁ। ଶାସକ ଦଳ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଥିବା ବେଳେ ଭାଜପା ଆହୁରି ୩୫ ବିଧାନସଭା ଆସନ ପାଇଁ ଟିକେଟ ଘୋଷଣା କରିବା ବାକି ରହିଛି । ସେହିପରି ବହୁ ପଛରେ ରହିଛି କଂଗ୍ରେସ । ଦଳ ମାତ୍ର ୪୯ ବିଧାନସଭା ଏବଂ ୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି ।

ତେବେ ବିଜେଡି ନୀଳଗିରି ବିଧାନସଭା ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିନାହିଁ। ଏକାଧିକ ଆଶାୟୀ ଥିବାରୁ ଟିକେଟ୍‌ ନେଇ ବିଜେଡି ଏବେ ଚିନ୍ତାରେ ଅଛି। ଆଶାୟୀ ପ୍ରାର୍ଥୀ ସନ୍ତୋଷ ଖଟୁଆ ଡାକରା ପାଇ ନବୀନ ନିବାସକୁ ଆଉଥରେ ଯାଇଛନ୍ତି। ସୁକାନ୍ତ ନାୟକ ବିଜେଡିରେ ମିଶିବା ପରେ ସନ୍ତୋଷଙ୍କ ଅଡୁଆ ବଢ଼ିଛି। ସେପଟେ ଲେଖାଶ୍ରୀ ସାମନ୍ତସିଂହାର ମଧ୍ୟ ନୀଳଗିରି ପାଇଁ ଆଶାୟୀ ଅଛନ୍ତି। ତେବେ ସନ୍ତୋଷଙ୍କ ନବୀନ ନିବାସରୁ ଡାକରା ମିଳିବା ପରେ ଚର୍ଚ୍ଚା ହେଉଛି ଯେ ତାଙ୍କୁ ବିଜେଡି ଟିକେଟ୍‌ ଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri