‘ଅନୁପମା’ରେ ନୂଆ ଏଣ୍ଟ୍ରି

ବମ୍ବେ: ଷ୍ଟାରପ୍ଲସ୍‌ରେ ପ୍ରସାରିତ ହେଉଥିବା ଧାରାବାହିକ ‘ଅନୁପମା’ରେ ହେବାକୁ ଯାଉଛି ନୂଆ ଏଣ୍ଟ୍ରି। ଆଗାମୀ ଏପିସୋଡରେ ଅନୁପମାଙ୍କ ସହ ଅନୁଜ ହନିମୁନ୍‌ରେ ଯିବେ। ଏହାପରେ ଅନୁଜଙ୍କ ପରିବାରଲୋକଙ୍କ ସହ ଜଣେ କୁନି କଳାକାର ଶୋ’ରେ ନଜର ଆସିବେ। ନିକଟରେ ଏହାର ଝଲକ ଦେଖିବାକୁ ମିଳିଛି। ଆସମୀ ଦେବ ଏହି ଭୂମିକା ନିର୍ବାହ କରିବେ। ତାଙ୍କ ଆସିବା ପରେ ଅନୁପମାଙ୍କ ଜୀବନରେ ବହୁ ପରିବର୍ତ୍ତନ ଆସିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri