ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟ ଭାଇରାଲ ହେଉଛି ନିମ୍ରତ କୌରଙ୍କ କମେଣ୍ଟ: ଜାଣନ୍ତୁ କଲେ କହିଲେ…

ଆଜିକାଲି ଅଭିଷେକ ବଚ୍ଚନଙ୍କ ସହ ପ୍ରେମ ସମ୍ପର୍କର ଗୁଜବ ପାଇଁ ନିମ୍ରତ କୌର ଚର୍ଚ୍ଚାରେ ଅଛନ୍ତି। ନିମ୍ରତଙ୍କ କାରଣରୁ ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ଦାମ୍ପତ୍ୟ ଜୀବନରେ ସମସ୍ୟା ଆରମ୍ଭ ହୋଇଥିବା କୁହାଯାଉଛି। ଏସବୁ ମଧ୍ୟରେ ନିମ୍ରତଙ୍କ ବିବାହ ସମ୍ବନ୍ଧରେ ଏକ ପୁରୁଣା ବିବୃତ୍ତି ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଏକ ସାକ୍ଷାତକାରରେ ଅଭିଷେକ ବଚ୍ଚନ କହିଥିଲେ ଯେ, ତାଙ୍କ ବିବାହ ନିକଟରେ ୧୫ ବର୍ଷ ପୂରଣ ହୋଇଛି । ଏହା କହିବା ପରେ ଅଭିଷେକ ‘ଟଚଉଡ’ କହିଥିଲେ। ଏହା ଶୁଣି ନିମ୍ରତ ଏପରି ମନ୍ତବ୍ୟ ଦେଇଥିଲେ,ଯାହା ଶୁଣି ଅଭିଷେକ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେ ହସିକି କହିଥିଲେ, ବିବାହ ଅଧିକ ଦିନ ତିଷ୍ଠି ନ ଥାଏ। ଜୁନିଅର ବଚ୍ଚନ ତାଙ୍କୁ ‘ଧନ୍ୟବାଦ’ କହି ହସିବାକୁ ଲାଗିଥିଲେ।

ଏଥି ସହିତ ଅଭିଷେକ ନିମ୍ରତଙ୍କ ଆଗରେ ଐଶ୍ୱର୍ଯ୍ୟାଙ୍କୁ ପ୍ରଶଂସା କରିଥିଲେ। ଅଭିଷେକ କହିଥିଲେ, ମୋ ସ୍ତ୍ରୀ ଏହି ପ୍ରସଙ୍ଗରେ ଅତି ସାଧାରଣ। ସେ ସର୍ବଦା ମୋ ପାଇଁ ଏକ ସମର୍ଥନ କରିଆସୁଛନ୍ତିସ। ମୁଁ ବହୁତ ଭାଗ୍ୟବାନ, ମୋର ପୁରା ପରିବାର ମୋ ସହ ଅଛନ୍ତି I ଐଶ୍ୱର୍ଯ୍ୟାଙ୍କ ପରି ଜୀବନ ସାଥୀ ପାଇବା ଭାଗ୍ୟର କଥା। ସେ ମୋତେ ବୁଝିଛନ୍ତି, ସେ ମୋ ଠାରୁ ଟିକେ ଆଗରୁ ଏହି କାମ କରୁଛନ୍ତି। ତେଣୁ ସେ ଫିଲ୍ମ ଜଗତକୁ ଜାଣନ୍ତି। ନିମ୍ରତ ଅଭିଷେକଙ୍କ କଥା ଶୁଣିବା ପରେ ହସୁଥିବା ଦେଖିବାକୁ ମିଳିଥିଲା।

ଅଭିଷେକ ଏବଂ ଐଶ୍ୱର୍ଯ୍ୟା ୨୦୦୭ରେ ବିବାହ କରିଥିଲେ ଏବଂ କିଛି ବର୍ଷ ପରେ ସେମାନଙ୍କ ଝିଅ ଆରାଧ୍ୟାଙ୍କୁ ସ୍ବାଗତ କରିଥିଲେ। ଗତ କିଛିଦିନ ହେବ ଏହି ଦମ୍ପତିଙ୍କ ଛାଡପତ୍ର ବିଷୟରେ ଗୁଜବ ବ୍ୟାପିଛି। ଐଶ୍ୱର୍ଯ୍ୟା ଅମ୍ବାନୀ ପରିବାର ବିବାହରେ ତାଙ୍କ ଝିଅ ଆରାଧ୍ୟାଙ୍କ ସହିତ ଏକାକୀ ପହଞ୍ଚିଥିଲେ। ଅଭିଷେକ ତାଙ୍କ ମାତାପିତା ଏବଂ ଭଉଣୀଙ୍କ ସହ ପହଞ୍ଚିଥିଲେ। ସେବେଠାରୁ ଏହି ଗୁଜବ ଅଧିକ ବ୍ୟାପିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri