ମାହିରଙ୍କୁ ଡେଟ୍‌ କରୁଛନ୍ତି ନିମ୍ରିତ !

ବମ୍ବେ: ଡେଟ୍‌ କରୁଛନ୍ତି ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ନିମ୍ରିତ କୌର ଆହ୍ଲୁଓ୍ବାଲିଆ। ବିଗ୍‌ବସ୍‌ ଘରେ ଏପରି କିଛି ବ୍ୟକ୍ତିଗତ କଥା ଉପରୁ ପରଦା ଉଠାଇଛନ୍ତି ପ୍ରତିଯୋଗୀ ଟିନା ଦତ୍ତା। ତେବେ ବ୍ୟକ୍ତିଜଣଙ୍କ କିଏ ସେ ବିଷୟରେ ସେ କିଛି କହି ନ ଥିଲେ ହେଁ ସହ ଅଭିନେତା ମାହିର ପାନ୍ଧୀଙ୍କ ସହ ସେ ରିଲେଶନସିପ୍‌ରେ ଥିବା ନେଇ ଚର୍ଚ୍ଚା ଜୋର ଧରିଛି।

ଅପରପକ୍ଷେ ବିଗ୍‌ବସ୍‌କୁ ଯିବା ପୂର୍ବରୁ ନିମ୍ରିତ ମାହିରଙ୍କୁ ନିଜର ଭଲ ବନ୍ଧୁ ବୋଲି କହିଥିଲେ। ଯଦି ତାଙ୍କ ସହ କାହାକୁ ଦେଖାଯାଉଛି ତେବେ ଲିଙ୍କ ଅପ୍‌ ଖବର ଆସୁଛି। ହେଲେ ସେଭଳି କିଛି କଥା ନାହିଁ ବୋଲି ସେ କହିଥିଲେ। ଏପରିକି ବିବାହ ଦିନ ସେ ନିଜର ସମ୍ପର୍କକୁ ନେଇ ଘୋଷଣା କରିବେ ବୋଲି ସ୍ପଷ୍ଟ କରିଥିଲେ। ଏମିତିରେ ଦେଖିବାକୁ ହେବ ଯେ ନିମୃତଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଟିନା କହିଥିବା କଥା କେତେଦୂର ଠିକ୍‌। କିଏ ସେହି ଲକି ବଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri