ବିକ୍ରୟ ଟିମ୍‌କୁ ସମ୍ମାନିତ କଲା ନାଇନ୍‌

ନୂଆଦିଲ୍ଲୀ,୧୭।୫ ସ୍ବଚ୍ଛତା ଓ ବ୍ୟକ୍ତିଗତ ଯତ୍ନ କ୍ଷେତ୍ରରେ ବିଭିନ୍ନ ଉତ୍ପାଦ ପ୍ରସ୍ତୁତ କରୁଥିବା ଦେଶର ପ୍ରମୁଖ କମ୍ପାନୀ ନାଇନ୍‌ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କମ୍ପାନୀ ତା’ର ବିକ୍ରୟ ଦଳକୁ ସମ୍ମାନିତ କରିଥିଲା। ଫଳରେ ସେମାନଙ୍କର ମନୋବଳ ବୃଦ୍ଧି ହେବା ସହ କାର୍ଯ୍ୟ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସାରା ଭାରତର ବିଭିନ୍ନ ରାଜ୍ୟରୁ ଏହାର ବିକ୍ରୟ ଦଳର ସଦସ୍ୟମାନେ ଉକ୍ତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ ପ୍ରଦୀପ ପ୍ରଜ୍ୱଳନ ସହ ଶ୍ରୀଗଣେଶ ବନ୍ଦନାରୁ ଆରମ୍ଭ ହୋଇଥିଲା। ଏହି ଅବସରରେ ନାଇନ୍‌ର ପ୍ରତିଷ୍ଠାତା ଅମର ତୁଲସ୍ଥାନ ଏବଂ ଏହାର ସହ-ପ୍ରତିଷ୍ଠାତା ଗୌରବ ବଥୱାଲଙ୍କ ସମେତ ଶରତ ଖେମ୍‌କା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସେହିଭଳି କମ୍ପାନୀର ବିକ୍ରୟ ଦଳର ବରିଷ୍ଠ ସଦସ୍ୟ ତାରାଚନ୍ଦ୍ର ଚହର, ବିଜୟ ଶର୍ମାଙ୍କ ସମେତ ବହୁ ବରିଷ୍ଠ କର୍ମଚାରୀ ମଧ୍ୟ ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଅପରପକ୍ଷରେ ବିକ୍ରୟ ଦଳକୁ ସମ୍ବୋଧିତ କରି ଅମର ତୁଲସ୍ଥାନ କହିଥିଲେ ଯେ, ଗୋଟିଏ କମ୍ପାନୀର ବିକ୍ରୟ ଦଳ ସେହି କମ୍ପାନୀର ଶକ୍ତି ହୋଇଥାଏ। ସେହିପରି ଆମର ବିକ୍ରୟ ଟିମ୍‌ ଆମ ପରିବାର ସଦସ୍ୟ ସହ ଆମର ଶକ୍ତି ବୋଲି ଅମର ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri