Posted inଜାତୀୟ

ସଞ୍ଜୟ ରୟଙ୍କ କାଳ ସାଜିବ ଏହି ୯ ପ୍ରମାଣ, ସିବିଆଇ ହାତରେ ଲାଗିଲା…

କୋଲକାତା,୨୫।୮: କୋଲକାତାରେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ପରେ ହତ୍ୟା ଘଟରାରେ ସିବିଆ ତଦନ୍ତ ଜାରି ରହିଛି। ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ବ୍ୟତୀତ ଅନ୍ୟ ୬ଜଣଙ୍କର ପଲିଗ୍ରାଫ ଟେଷ୍ଟ ଶେଷ ହୋଇଛି। ଏହି ମାମଲାରେ କୋଲକାତା ପୋଲିସ ୫୩ଟି ଆଇଟମ୍‌ ସିଜ୍‌ କରିଛି। ଏଥିରେ ୯ଟି ଏପରି ଆଇଟମ୍‌ ଅଛି ଯିଏକି ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ବିରୋଧରେ ବଡ଼ ପ୍ରମାଣ ଭାବରେ ବଳ ଗୋଟାଇଛି। ଏଥିରେ ସଞ୍ଜୟଙ୍କ କପଡା, ଅଣ୍ଡରଗାରମେଣ୍ଟ, ଅପରାଧ ଘଟାଇବା ସମୟରେ ପିନ୍ଧିଥିବା ଚପଲ ଇତ୍ୟାଦି ସାମିଲ୍‌ ରହିଛି। ଏତିସହ ଲୋକେଶନ ମଧ୍ୟ ଏହି ମାମଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ମୁତାବକ ଅଗଷ୍ଟ ୯ର ଏହି ଘଟଣାରେ ସଞ୍ଜୟ ରୟ ଆରଜି ହସ୍ପିଟାଲ ସେମିନାର ହଲ୍‌ରେ ଉପସ୍ଥିତ ଥିଲା।

ସଞ୍ଜୟଙ୍କ ବାଇକ୍‌ ଓ ହେଲମେଟ୍‌କୁ ପ୍ରମାଣ ଭାବରେ ରଖାଯାଇଛି। ସିବିଆଇ ଅନୁସାରେ, ସପ୍ତାହେ ମଧ୍ୟରେ ଫୋରେନ୍ସିକ ରିପୋର୍ଟ ଆସିଯାଇପାରେ। ତେବେ ହସ୍ପିଟାଲରେ ଲଗାଯାଥିବା ଦୁଇଟି ସିସିଟିଭିରେ ନଜର ଆସିଛି ଯେ, ସଞ୍ଜୟ ହସ୍ପିଟାଲ ପରିସରରେ ଥିଲେ। ମୁଖ୍ୟ ଅଭିଯୁକ୍ତଙ୍କ ମେଡିକାଲ ରିପୋର୍ଟସ ଅନୁସାରେ ତାଭ୍କର ବାମ ଗାଲ, ହାତ, ଜଂଘରେ ଆଘାତ ଚିହ୍ନ ରହିଛି। ଘଟଣାସ୍ଥଳରେ ମିଳିଥିବା ରକ୍ତ ଚିହ୍ନରେ ସଞ୍ଜୟଙ୍କ ବ୍ଲଡ୍‌ ସାମ୍ପୁଲ ମ୍ୟାଚ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri