Posted inଜାତୀୟ

ସଞ୍ଜୟ ରୟଙ୍କ କାଳ ସାଜିବ ଏହି ୯ ପ୍ରମାଣ, ସିବିଆଇ ହାତରେ ଲାଗିଲା…

କୋଲକାତା,୨୫।୮: କୋଲକାତାରେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ପରେ ହତ୍ୟା ଘଟରାରେ ସିବିଆ ତଦନ୍ତ ଜାରି ରହିଛି। ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ବ୍ୟତୀତ ଅନ୍ୟ ୬ଜଣଙ୍କର ପଲିଗ୍ରାଫ ଟେଷ୍ଟ ଶେଷ ହୋଇଛି। ଏହି ମାମଲାରେ କୋଲକାତା ପୋଲିସ ୫୩ଟି ଆଇଟମ୍‌ ସିଜ୍‌ କରିଛି। ଏଥିରେ ୯ଟି ଏପରି ଆଇଟମ୍‌ ଅଛି ଯିଏକି ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ବିରୋଧରେ ବଡ଼ ପ୍ରମାଣ ଭାବରେ ବଳ ଗୋଟାଇଛି। ଏଥିରେ ସଞ୍ଜୟଙ୍କ କପଡା, ଅଣ୍ଡରଗାରମେଣ୍ଟ, ଅପରାଧ ଘଟାଇବା ସମୟରେ ପିନ୍ଧିଥିବା ଚପଲ ଇତ୍ୟାଦି ସାମିଲ୍‌ ରହିଛି। ଏତିସହ ଲୋକେଶନ ମଧ୍ୟ ଏହି ମାମଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହା ମୁତାବକ ଅଗଷ୍ଟ ୯ର ଏହି ଘଟଣାରେ ସଞ୍ଜୟ ରୟ ଆରଜି ହସ୍ପିଟାଲ ସେମିନାର ହଲ୍‌ରେ ଉପସ୍ଥିତ ଥିଲା।

ସଞ୍ଜୟଙ୍କ ବାଇକ୍‌ ଓ ହେଲମେଟ୍‌କୁ ପ୍ରମାଣ ଭାବରେ ରଖାଯାଇଛି। ସିବିଆଇ ଅନୁସାରେ, ସପ୍ତାହେ ମଧ୍ୟରେ ଫୋରେନ୍ସିକ ରିପୋର୍ଟ ଆସିଯାଇପାରେ। ତେବେ ହସ୍ପିଟାଲରେ ଲଗାଯାଥିବା ଦୁଇଟି ସିସିଟିଭିରେ ନଜର ଆସିଛି ଯେ, ସଞ୍ଜୟ ହସ୍ପିଟାଲ ପରିସରରେ ଥିଲେ। ମୁଖ୍ୟ ଅଭିଯୁକ୍ତଙ୍କ ମେଡିକାଲ ରିପୋର୍ଟସ ଅନୁସାରେ ତାଭ୍କର ବାମ ଗାଲ, ହାତ, ଜଂଘରେ ଆଘାତ ଚିହ୍ନ ରହିଛି। ଘଟଣାସ୍ଥଳରେ ମିଳିଥିବା ରକ୍ତ ଚିହ୍ନରେ ସଞ୍ଜୟଙ୍କ ବ୍ଲଡ୍‌ ସାମ୍ପୁଲ ମ୍ୟାଚ୍‌ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri